ଅଗଷ୍ଟ ୨୭ରୁ ଏସିଆ କପ

ନୂଆଦିଲ୍ଲୀ,୨୦/୩ : ଆସନ୍ତା ଅଗଷ୍ଟରେ ଆରମ୍ଭ ହେବ ଏସିଆ କପ । ଏଥିପାଇଁ ବିଧିବଦ୍ଧଭାବେ ସୂଚୀ ପ୍ରକାଶ ପାଇଛି । ଏସିସି ଦ୍ୱାରା ଜାରି ହୋଇଥିବା ବିବୃତିରେ କୁହାଯାଇଛି ଯେ ଏଥର ଟି-୨୦ ଫର୍ମାଟରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯିବ । ଶ୍ରୀଲଙ୍କା ଏସିଆ କପ ଆୟୋଜନ କରିବାକୁ ଅଧିକାର ପାଇଛି ।
Read More...

ଷ୍ଟାଡିୟମ ଗ୍ୟାଲେରୀ ଭୁଶୁଡ଼ି ୨୨୫ ଆହତ

ଥିରୁଅନନ୍ତପୁରମ୍‌: କେରଳର ମାଲ୍ଲାପୁରମ ଜିଲ୍ଲା ପୁଙ୍ଗଡ଼ରେ ଅସ୍ଥାୟୀ ଷ୍ଟାଡିୟମ ଗ୍ୟାଲେରୀ ଭୁଶୁଡ଼ି ୨୨୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି । ଗୁରୁତରଙ୍କ ମଧ୍ୟରୁ ଜଣେ ମେରୁଦଣ୍ଡରେ ଆଘାତ ପାଇଥିବାବେଳେ ୫ ଜଣଙ୍କ ହାଡ଼ ଭାଙ୍ଗିଯାଇଛି । ଗତ ରାତିରେ ଚ୍ୟ଼ାରିଟି
Read More...

ଜାପାନ ପ୍ରଧାନମନ୍ତ୍ରୀଙ୍କୁ ମୋଦୀ ଦେଲେ ଏହି ଖାସ୍‌ ଉପହାର

ନୂଆଦିଲ୍ଲୀ,୨୦/୩ : ଏବେ ଭାରତ ଗସ୍ତରେ ଅଛନ୍ତି ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା । ତାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ତେବେ ଯେଉଁ କଥାଟି ଏବେ ବିଶେଷ ଚର୍ଚ୍ଚାର ବିଷୟ ହେଉଛି କିଶିଦାଙ୍କୁ ମୋଦୀ ଦେଇଥିବା ଉପହାର । ଜାପାନ
Read More...

ବାଲୁକା କଳା ମାଧ୍ୟମରେ ପଖାଳ ଦିବସର ଶୁଭେଚ୍ଛା

ପୁରୀ : ମାର୍ଚ୍ଚ ୨୦ ତାରିଖ ହେଉଛି ବିଶ୍ୱ ପଖାଳ ଦିବସ । ତେବେ ଏହି ବିଶ୍ୱ ପଖାଳ ଦିବସ ଅବସରରେ ପ୍ରତେକ ଓଡ଼ିଆଙ୍କୁ ବାଲୁକା ଚିତ୍ର କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନିଳାଦ୍ରୀ ବେଳାଭୂମିରେ ଏ ନେଇ ଏକ ଆକର୍ଷଣୀୟ ବାଲୁକା ଚିତ୍ରକଳା
Read More...

ଅଭୂତପୂର୍ବ ଅର୍ଥ ସଙ୍କଟ : କାଗଜ ଅଭାବରୁ ପିଲାଙ୍କ ପରୀକ୍ଷା ବନ୍ଦ!

କଲମ୍ବୋ,୨୦/୩ : ଶ୍ରୀଲଙ୍କାରେ ଏବେ ଦେଖାଦେଇଛି ଅଭୂତପୂର୍ବ ଅର୍ଥ ସଙ୍କଟ । ଏମିତି ଆଗରୁ କେବେ ବି ଦେଖା ଦେଇନଥିଲା । ଅବସ୍ଥା ଏମିତି ହୋଇଛି ଯେ କାଗଜ କିଣିବାକୁ ବି ସରକାରଙ୍କ ପାଖରେ ପଇସା ନାହିଁ । ଶୁଣିଲେ ଅବିଶ୍ୱାସ ଓ ଆଶ୍ଚର୍ଯ୍ୟ ଲାଗିବ ଯେ ଅର୍ଥାଭାବ ଯୋଗୁ କାଗଜ କିଣାଯାଇ ନପାରିବାରୁ
Read More...

ଜାତୀୟ ବିଶ୍ୱବିଦ୍ୟାଳୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ସୁବର୍ଣ୍ଣପୁର ଜିଲ୍ଲା ତାଇକୋଣ୍ଡୋ ସଂଘର ଭାଗନେଲେ ୪ କ୍ରୀଡାବିତ୍‌

ସୋନପୁର : ସୁବର୍ଣ୍ଣପୁର ଜିଲ୍ଲା ତାଇକୋଣ୍ଡୋ ସଂଘର ୪ ଜଣ ଖେଳାଳି କେରଳ ବିଶ୍ୱବିଦ୍ୟାଳୟରେ ହେବାକୁ ଥିବା ସର୍ବଭାରତୀୟ ସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତା ପାଇଁ ଶନିବାର ବାହାରି ପଡିଛନ୍ତି ।ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଇକୋଣ୍ଡୋ ଖେଳରେ ମନୋନୀତ ହୋଇଥିବା ସିଣ୍ଢୋଲ ଆଞ୍ଚଳିକ
Read More...

ୟୁକ୍ରେନୀୟ ସହର ମାରିଉପୋଲ୍‌ ଦଖଲ କଲେ ରୁଷୀୟ ସୈନିକ

କିବ୍‌: ୟୁକ୍ରେନୀୟ ବନ୍ଦର ନଗରୀ ମାରିଉପୋଲ୍‌ ଦଖଲ କରିବାକୁ ଯାଇ ରୁଷୀୟ ସୈନିକମାନେ ସେଠାରେ ଥିବା ୟୁରୋପ୍‌ର ବୃହତ୍ତମ ଲୁହା ଏବଂ ଇସ୍ପାତ୍‌ କାରଖାନା ‘ଅଜୋଭସ୍ତାଲ୍‌’କୁ ବିଧ୍ବସ୍ତ କରି ପକାଇଛନ୍ତି ବ‌ୋଲି ଆଜି ସରକାରୀ ଅଧିକାରୀମାନେ କହିଛନ୍ତି। ୟୁକ୍ରେନୀୟ ସାଂସଦ ଲେସିଆ
Read More...

ରାଜ୍ୟସଭା ଓ ଉପ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

ନୂଆଦିଲ୍ଲୀ: ଚଳିତ ବର୍ଷ ରାଜ୍ୟସଭାରେ ହେବାକୁ ଥିବା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ଚାରି ରାଜ୍ୟରେ ନିଜର ପ୍ରାର୍ଥୀ ଘୋଷଣା କରିଛି। ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଶୁକ୍ରବାର ଏହି ଘୋଷଣା କରିଛନ୍ତି । ଆସାମରୁ ପବିତ୍ରା ମାର୍ଗରିଟା, ହିମାଚଳ ପ୍ରଦେଶରୁ ଡା.ସିକନ୍ଦର
Read More...

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ସଂପର୍କରେ ଆଲୋଚନା ବୈଠକ

ପୁରୀ:ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ସୌନ୍ଦଯ୍ୟକରଣ ଏବଂ ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ ବିଭିନ୍ନ ସେବା ଓ ସୁବିଧା ଯୋଗାଇ ଦେବା ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥିନିମନ୍ତେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଅଧିନରେ କାର୍ଯ୍ୟ ଯାରି ରହିଛି । ଏ ସଂପର୍କିତ ସୂଚନା ଜିଲ୍ଲା
Read More...

ଜାକେଡ଼ା ଗ୍ରାମର ସବର୍ଣ୍ଣ ଓ ଅସବର୍ଣ୍ଣ ବିବାଦ,ଶାନ୍ତି କମିଟି ବୈଠକରେ ସମାଧାନ କଲେ ଜିଲ୍ଲାପାଳ

ଦଶପଲ୍ଲା : ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍‌ ,ଜାକେଡା ଗ୍ରାମରେ ସବର୍ଣ୍ଣ ଓ ଅସବର୍ଣ୍ଣଙ୍କ ମଧ୍ୟରେ ବହୁଦିନରୁ ମନାନ୍ତର ଏବଂ ମତାନ୍ତର ଲାଗି ରହିଥିବାରୁ ଏହାର ଆପୋଷ ବୁଝାମଣା ନିମନ୍ତେ ଜିଲ୍ଲାପାଳ ଡା.ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଏକ ଶାନ୍ତିକମିଟି
Read More...