ପୋଖରୀ ଉପରେ ରେଳରାସ୍ତା ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ ପ୍ରସଙ୍ଗ, ସ୍ଥିତି ପରଖିଲେ ଜିଲ୍ଲାପାଳ ଓ ରେଳ ଅଧିକାରୀ
ବୌଦ୍ଧ,୧୭/୩: ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ବିରାମଚନ୍ଦ୍ରପୁର ଗ୍ରାମର ପୋଖରୀ ଉପରେ ରେଳରାସ୍ତା ନିର୍ମାଣକୁ ବିରୋଧକରି ଗ୍ରାମବାସୀ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହେବାପରେ ଗୁରୁବାର ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ରେଳ ବିଭାଜର ଡେପୁଟି ଚିପ୍ ଇଞ୍ଜିନିୟର ଆର. କେ. ମହାନ୍ତ,ି!-->…
Read More...
Read More...