ଗାଦିଚ୍ୟୁତ ହେଲେ ଇମ୍ରାନ, ଶେହବାଜ ହୋଇପାରନ୍ତି ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ
ଇସଲାମବାଦ: ରାତି ଅଧରେ ଇମ୍ରାନ ଖାନ ପ୍ରଧାନମନ୍ତ୍ରୀ ପଦରୁ ବହିଷ୍କୃତ ହେବା ପରେ ଦେଶର ନୂଆ ପ୍ରଧାନମନ୍ତ୍ରୀ ବାଛିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ସୋମବାର ପାକିସ୍ତାନ ସଂସଦରେ ଭୋଟିଂ ହେବ । ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଭାଇ ଶେହବାଜ ଶରିଫ ପରବର୍ତ୍ତୀ!-->…
Read More...
Read More...