ତୁଟିଲା ଆସାମ- ମେଘାଳୟ ସୀମା ବିବାଦ : ଅମିତ ଶାହଙ୍କ ଉପସ୍ଥିତିରେ ସ୍ୱାକ୍ଷରିତ ହେଲା ଚୁକ୍ତି
ନୂଆଦିଲ୍ଲୀ,୨୯/୩ : ଆସାମ ଓ ମେଘାଳୟ ମଧ୍ୟରେ ଦୀର୍ଘ ୫୦ ବର୍ଷ ହେଲା ଜାରି ରହିଥିବା ସୀମା ବିବାଦର ଅବସାନ ଘଟିଛି । ଆଜି ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏକ ଚୁକ୍ତିରେ ସ୍ୱାକ୍ଷର କରିଛନ୍ତି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ!-->…
Read More...
Read More...