ଆସନ୍ତାକାଲିଠାରୁ ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ, ପ୍ରଥମ ମ୍ୟାଚରେ ଏହି ସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ
ନୂଆଦିଲ୍ଲୀ : ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି । ଆସନ୍ତାକାଲିର ମ୍ୟାଚରେ ଅଧିନାୟକ ରୋହିତ ଶର୍ମା କେଉଁ କେଉଁ ଖେଳାଳିଙ୍କୁ ସୁଯୋଗ ଦେବେ ତାହାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଟି -୨୦ ସିରିଜ!-->…
Read More...
Read More...