ଆଜିବି ବଞ୍ଚିଛି ମାନବିକତା: ରୋଗୀଙ୍କୁ ଫେରାଇଲେ ଟଙ୍କା ଓ ଜରୁରୀ କାଗଜପତ୍ର
ଫୁଲବାଣୀ,୧୯/୨:- ମାନବିକତା ଦେଖାଇଛନ୍ତି ରୋଗୀବୁହା ଯାନର କର୍ମଚାରୀ । ଭଲ ହୋଇ ଘରକୁ ଫେରିଯାଇଥିବା ଜଣେ ବ୍ୟକ୍ତିଙ୍କୁ କର୍ମଚାରୀମାନେ ୬ ହଜାର ଟଙ୍କା ସହିତ ଘରର ସମସ୍ତ କାଗଜପତ୍ର ଓ ଅନ୍ୟ କେତେକ ସାମଗ୍ରୀ ଫେରାଇଛନ୍ତି । ଶୁକ୍ରବାର ଫୁଲବାଣୀ ଡାକ୍ତରଖାନା ପରିସରରେ କର୍ମଚାରୀମାନେ ଟଙ୍କା!-->…
Read More...
Read More...