ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କପିଲ ଶର୍ମା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କମେଡିଆନ ତଥା ବଲିଉଡ ଫିଲ୍ମ ଅଭିନେତା କପିଲ ଶର୍ମା ଭେଟିଛନ୍ତି। ନବୀନ ନିବାସରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। କପିଲଙ୍କ ବ୍ୟତୀତ ଓଡ଼ିଆ ଝିଅ ତଥା ବଲିଉଡ ଅଭିନେତ୍ରୀ ନନ୍ଦିତା ଦାସ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଛନ୍ତି ।!-->…
Read More...
Read More...