ଆଉ ନାହାନ୍ତି ବାପି ଲାହିରି
ମୁମ୍ବାଇ: ମୁମ୍ବାଇର ଏକ ଡାକ୍ତରଖାନାରେ ଗାୟକ ତଥା ସଙ୍ଗୀତ ନିର୍ଦେଶକ ବାପି ଲାହିରିଙ୍କ ଦେହାନ୍ତ ହୋଇଯାଇଥିବା କଥା ଜଣେ ଡାକ୍ତର ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ଏକାଧିକ ଶାରିରୀକ ଅସୁବିଧା ନିମନ୍ତେ ତାଙ୍କର ଚିକିତ୍ସା ଚାଲିଥିଲା। ପ୍ରାପ୍ତ ସୂଚନା!-->…
Read More...
Read More...