ଆସନ୍ତା ୨୭ ତାରିଖରେ ପୁରୀ ଲୋକନାଥ ମନ୍ଦିରରେ ହେବ ପଙ୍କୋଦ୍ଧାର ଏକାଦଶୀ
ପୁରୀ : ଆସନ୍ତା ୨୭ ତାରିଖରେ ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହେବ । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ତେବେ ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା!-->…
Read More...
Read More...