ତପସ୍ୱିନୀ-ସୁମିତ୍ ମାମଲା : ହାଇକୋର୍ଟରେ କାଏମ୍ ରହିଲା ତଳ କୋର୍ଟଙ୍କ ନିର୍ଦ୍ଦେଶ
କଟକ: ବହୁଚର୍ଚ୍ଚିତ ତପସ୍ୱିନୀ ଓ ଡାକ୍ତର ସୁମିତ୍ ସାହୁଙ୍କ ବିବାହ ବିବାଦ ମାମଲାରେ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ହାଇକୋର୍ଟ ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି । ପ୍ରତି ମାସ ୧୦ ତାରିଖ ସୁଦ୍ଧା ତପସ୍ୱିନୀଙ୍କୁ ମାସିକ ଭରଣପୋଷଣ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ!-->…
Read More...
Read More...