ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ଚମକିଲେ ପନ୍ତ,ବିହାରୀ

ମୋହାଲି,୪/୩ : ଆଜିଠୁ ଏଠାରେ ଆରମ୍ଭ ହୋଇଛି ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟ । ଆଉ ମ୍ୟାଚର ଆଜି ପ୍ରଥମ ଦିବସରେ ଭାରତୀୟ ବ୍ୟାଟରମାନେ ଚମକିଥିଲେ । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ଆରମ୍ଭ କରିଛି ଭାରତ । ଭାରତୀୟ ଦଳ ବ୍ୟାଟସମ୍ୟାନଙ୍କ ସାମୂହିକ ଉପଯୋଗୀ ବ୍ୟାଟିଂ ବଳରେ ପ୍ରଥମ ଦିନର ଖେଳ ଶେଷ
Read More...

ପୁସ୍ତକ ଉନ୍ମୋଚନ ଓ କବିତା ପଠନ

ଫୁଲବାଣୀ : ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଜିଲ୍ଲା ଲେଖକ ସାମୁଖ୍ୟ ଆନୁକୁଲ୍ୟରେ କବିତା ପାଠ ଓ ପୁସ୍ତକ ଉନ୍ମୋଚନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଲେଖକ ସାମ୍ମୁଖ୍ୟର ସଭାପତି ରବୀନ୍ଦ୍ର ନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟଅତିଥି ବରିଷ୍ଠ
Read More...

କାର ଦୁର୍ଘଣାରେ ଜଣେ ମୃତ, ୩ ଆହତ

ଘୁ ଉଦୟଗିରି : ସ୍ଥାନୀୟ ବ୍ଲକ ଅନ୍ତର୍ଗତ ମାଲିକାପୋଡି ପଞ୍ଚାୟତର ବତିଙ୍ଗିଆ କାମିନାଜୁ ନିକଟରେ ଓଆର ୦୨ଏଏମ୍‌ ୦୦୧୧ ନମ୍ବର ବିଶିଷ୍ଟ କାର ଭାରସାମ୍ୟ ହରାଇ ଆମ୍ବ ଗଛରେ ପିଟି ହେବା ଫଳରେ ଘୁ ଉଦୟଗିରି ପଠାଣ ସାହିର ଏମଡି ପୁର୍‌ ଖାନ (୩୦) ନାମକ ଯୁବକର ମୃତ୍ୟୁ ହୋଇଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ
Read More...

କନ୍ୟା ସନ୍ତାନର ଜନକ ହେଲେ ସିଙ୍ଗର ଆଦିତ୍ୟ ନାରାୟଣ

ବଲିଉଡ ଅଭିନେତା ତଥା ସିଙ୍ଗର ଆଦିତ୍ୟ ନାରାୟଣ ଏବଂ ଶ୍ୱେତା ଅଗ୍ରୱାଲ ୨୦୨୦ ଡିସେମ୍ବର ୧ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ସେମାନେ ନିଜର ବୈବାହିକ ଜୀବନକୁ ନେଇ ବହୁତ ଖୁସି ଅଛନ୍ତି। ଏବେ ତାଙ୍କର ଖୁସି ଆଉ ଦ୍ୱିଗୁଣିତ ହୋଇଯାଇଛି। କାରଣ ଦୁହେଁ ଏବେ ମା’-ବାପା ହେବାର ସୌଭାଗ୍ୟ ଅର୍ଜନ
Read More...

୧୦୦ତମ ଟେଷ୍ଟରେ ୮ହଜାର ରନ ପୂରଣ କଲେ ବିରାଟ କିନ୍ତୁ….

ଚଣ୍ଡିଗଡ : ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ କ୍ୟାରିୟରର ୧୦୦ ତମ ମ୍ୟାଚ୍‌ ଖେଳୁଥିବା ବିରାଟ କୋହଲି ଟେଷ୍ଟ କ୍ରିକେଟରେ ୮୦୦୦ ରନ୍‌ ପୂରଣ କରିଛନ୍ତି । ମୋହଲି ଟେଷ୍ଟର ପ୍ରଥମ ଇନିଂସରେ ୩୮ ରନ୍‌ ପୂରଣ କରିବା ପରେ ବିରାଟ କୋହଲି ଏହି ରେକର୍ଡ ସୃଷ୍ଟି କରିଛନ୍ତି । ଟେଷ୍ଟ କ୍ରିକେଟରେ ୮୦୦୦ ରନ୍‌
Read More...

ଦଶପଲ୍ଲା ପଶ୍ଚିମାଞ୍ଚଳରେ ନିର୍ବାଚନୀ ହିଂସା, ପରାଜିତ ପ୍ରାର୍ଥୀଙ୍କ ସ୍ୱାମୀଙ୍କ ନାମରେ ଅସଦାଚରଣ ଅଭିଯୋଗ ଆଣିଲେ…

ଦଶପଲ୍ଲା :ନିର୍ବାଚନରେ ପ୍ରତିଦ୍ୱନ୍ଦିତା ସମୟରେ ଦ୍ୱାରଦ୍ୱାର ବୁଲି ଭୋଟ୍‌ ଭିକ୍ଷାକରିବା ସହିତ ବିରାଟ ବିରାଟ ପ୍ରତିଶୃତି ଓ ବହୁବିଧ ପ୍ରଲୋଭନ ଦେଖାଇ, ଭୋଟରଙ୍କୁ ଗୁହାରି କରୁଥିବା ପ୍ରାର୍ଥୀ ଓ ତାଙ୍କ ସମର୍ଥକ ଏବେ ନିର୍ବାଚନ ରେ ପରାଜିତ ହୋଇ ହିଂସାର ଆଶ୍ରୟ ନେଇଛନ୍ତି । କେଉଁ ୱାର୍ଡକୁ
Read More...

୧୦୦ତମ ଟେଷ୍ଟରେ ଖାସ୍‌ ଉପହାର ପାଇବା ପରେ ଅନୁଷ୍କାଙ୍କୁ ଆଲିଙ୍ଗନ କଲେ ବିରାଟ

ଚଣ୍ଡିଗଡ : ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କର ୧୦୦ ତମ ଟେଷ୍ଟ ମ୍ୟାଚ୍‌ ଖେଳୁଛନ୍ତି । ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ମୋହାଲିର ପିସିଏସ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଖେଳାଯାଉଛି, ଯାହାକି
Read More...

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତିର ସମୀକ୍ଷା ବୈଠକ

ସୁବର୍ଣ୍ଣପୁର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୁବର୍ଣ୍ଣପୁର ଜିଲ୍ଲାରେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଉଥିବା ସତର୍କତା ମୂଳକ ପଦକ୍ଷେପ ସଂପର୍କିତ ଏକ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ
Read More...

ମଧୁସ୍ମିତା ବିଏମସି କଂଗ୍ରେସର ମେୟର ପ୍ରାର୍ଥୀ

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ମେୟର ପଦବୀ ପାଇଁ ତିନି ଦଳ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ଚଳିତ ଥର କଡା ଟକ୍କର ହେବ । ତେବେ କେଉଁ ଦଳ କାହାକୁ ପ୍ରାର୍ଥୀ କରିବ ସେନେଇ କଡା ଅଗ୍ନିପରୀକ୍ଷାର ସମ୍ମୁଖୀନ ହେଉଛନ୍ତି ସମସ୍ତ ଦଳ । ତେବେ ଏହା ମଧ୍ୟରେ କଂଗ୍ରେସର ମେୟର ପ୍ରାର୍ଥୀଙ୍କ
Read More...

ପୋଲ ତଳକୁ ଖସିଲା ବାଇକ, ଦୁଇ ମୃତ

ଢେଙ୍କାନାଳ : କପିଳାସ ରାସ୍ତାର କାଇମାଟି ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଜଣା ଗାଡି ଧକ୍କାରେ ଏକ ବାଇକ ରାସ୍ତା ପାର୍ଶ୍ଵ ପୋଲ ତଳକୁ ଖସି ପଡିଛି । ଫଳରେ ପୋଲ ତଳେ ପାଣିରେ ପଡି ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ସଦର ଥାନା ଅନ୍ତର୍ଗତ ସାରିଆପଡା ଗ୍ରାମର
Read More...