ଯୁବପିଢ଼ିଙ୍କ ବୌଦ୍ଧିକ କ୍ଷମତା ଓ ସୃଜନଶୀଳତାକୁ ବ୍ୟବହାରିକ ରୂପ ଦେବା ଆମର ଲକ୍ଷ୍ୟ: ଧର୍ମେନ୍ଦ୍ର ପ୍ରଧାନ

ବାରଣାସୀ: ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ‘ଜାତୀୟ ଶିକ୍ଷା ନୀତି-୨୦୨୦’ ମାଧ୍ୟମରେ ଭାରତର ଯୁବପିଢ଼ିଙ୍କ ପାଖରେ ଥିବା ଜ୍ଞାନ, ବୌଦ୍ଧିକ କ୍ଷମତା, ସୃଜନଶୀଳତା ଓ ଅଭିନବ ଆଇଡ଼ିଆକୁ ଏକ ବ୍ୟବହାରିକ ରୂପ ଦେବା ଆମର ଲକ୍ଷ୍ୟ ରହିଛି ବୋଲି ଗୁରୁବାର ଉତ୍ତରପ୍ରଦେଶର ବାରଣାସୀ ଠାରେ
Read More...

ଶହ ଶହ ସମର୍ଥକଙ୍କ ୧୧ୱାର୍ଡ କର୍ପୋରେଟର ଆଶାୟୀ ମିନତୀ ଜେନା ବିଧାୟକଙ୍କୁ ଭେଟିଲେ

ଭୁବନେଶ୍ୱର : ଆଜି ୱାର୍ଡ ନମ୍ବର ୧୧ ଜିଏଲ କଲୋନୀ, ଗୋଜବାୟାଣି ବସ୍ତି ତାରିଣୀ ବସ୍ତି, ତ୍ରିନାଥ ବସ୍ତି ମହାବୀରନଗର, ଧିରୁକୁଟି ଅଞ୍ଚଳରୁ ୫୦୦ରୁ ଉର୍ଦ୍ଧ୍ୱ ମହିଳା , ପୁରୁଷ ଓ ଯୁବ ଛାତ୍ର ମାନେ ମିଳିତ ହୋଇ ବିଜୁ ଜନତା ଦଳ ମହିଳା ନେତ୍ରୀ ତଥା ମିଶନ ଶକ୍ତି ସଦସ୍ୟା ମିନତୀ ଜେନାଙ୍କ
Read More...

ପ୍ରଥମ ବାର୍ଷିକ ଶିବରାମ ସାହୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଫୁଲବାଣୀ ବ୍ଲକ ଅନ୍ତର୍ଗତ ବିଶିପଡ଼ାଠାରେ ପ୍ରଥମ ବାର୍ଷିକ ଶିବରାମ ସାହୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ଟିକାବାଲିର ଜଗନ୍ନାଥ ସାହାଣୀ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ
Read More...

ସାମାଜିକ ଅନୁଷ୍ଠାନ ରେଆର୍‌ର ୨୮ତମ ପ୍ରତିଷ୍ଠା ଦିବସ

ସୁବର୍ଣ୍ଣପୁର,୩/୩- ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ରେଆର୍‌ ବା ଗ୍ରାମୀଣ ସମୃଦ୍ଧି ଗବେଷଣା ପ୍ରତିଷ୍ଠାନର ୨୮ତମ ବାର୍ଷକ ସମାରୋହ ଏନଜିଓସିସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ରେଆର୍‌ର ସଭାପତି ସଚ୍ଚିଦାନନ୍ଦ ସାହୁଙ୍କ ପୌରହିତ୍ୟ ଏବଂ ଅମ୍ବୁଜ ବିହାରୀ
Read More...

କୃତି ଛାତ୍ର ରାଜେଶଙ୍କୁ ସମ୍ବର୍ଦ୍ଧିତ

ବୌଦ୍ଧ,୩/୩ : ବୌଦ୍ଧବ୍ଲକ ବଘିଆପଡା ଗ୍ରାମ ପଞ୍ଚାୟତ ସାନଗୋଛାପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ର ରାଜେଶ ବେହେରା ୨୦୨୦-୨୧ ପଞ୍ଚମ ଶ୍ରେଣୀ ବୃତ୍ତିି ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ ଆଜି ରାଜେଶଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରଧାନଶିକ୍ଷକ
Read More...

ବୌଦ୍ଧ: ପୌର ନିର୍ବାଚନ ପାଇଁ ଦ୍ୱିତୀୟ ଦିନରେ ଜଣେ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଦାଖଲ

ବୌଦ୍ଧ,୩/୩- ପୌର ନିର୍ବାଚନ ପାଇଁ ଗତକାଲି ଠାରୁ ଫର୍ମ ବିକ୍ରି ଆରମ୍ଭ ହୋଇଥିବାବେଳେ ଆଜି ଦ୍ୱିତୀୟ ଦିନରେ ୨ଟି ଫର୍ମ ବିକ୍ରି ହୋଇଛି ଓ ଜଣେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଅଧ୍ୟକ୍ଷ ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ପ୍ରାର୍ଥୀ ହେଉଛନ୍ତି ଦେଶବନ୍ଧୁ ପଣ୍ଡା । ୨ଟି ଫର୍ମ
Read More...

ବିରାଟଙ୍କୁ ପ୍ରଶଂସା କଲେ ରୋହିତ, କହିଲେ ଏହି ବଡ କଥା

ଚଣ୍ଡିଗଡ : ଭାରତୀୟ ଦଳର ପୂର୍ଣ୍ଣକାଳୀନ ଅଧିନାୟକ ରୋହିତ ଶର୍ମା ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ୧୦୦ ତମ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି । ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ପୂର୍ବରୁ ରୋହିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଦଳକୁ ଏହି
Read More...

ମର୍ମନ୍ତୁଦ ଦୁର୍ଘଟଣାରେ ୪ ମୃତ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀ ନିକଟରେ ଥିବା ଗୁରୁଗ୍ରାମରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୪ ଡେଲିଭରୀ ବୟଙ୍କ ମୃତ୍ୟୁ ହୋଇଛି । ଏହି ସମସ୍ୟ ଡେଲିଭରୀ ବୟ ହେଉଛନ୍ତି ଖାଦ୍ୟ ବିତରଣ କମ୍ପାନୀ ସ୍ୱିଗୀର । ବିଳମ୍ୱିତ ରାତିରେ ଗଲ୍ଫ କୋର୍ସ ରୋଡରେ ଘଟିଛି ଏହି ଦୁର୍ଘଟଣା ।ସୂଚନା
Read More...

ରାଜ୍ୟରେ ଭୂମିକମ୍ପ ଝଟକା

ଭୁବନେଶ୍ୱର: କଳାହାଣ୍ଡି ଓ ନବରଙ୍ଗପୁରରରେ ଭୂମିକମ୍ପ ଝଟକା । କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମୃଦୁ ଭୂମିକମ୍ପ ହୋଇଛି । ଉମରକୋଟ, ଚନ୍ଦାହାଣ୍ଡି, ଝରିଗାଁ’ରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ୬ରୁ ୭ ସେକେଣ୍ଡ ଯାଏଁ ଭୂପୃଷ୍ଠ ଥରିଥିବା ସୂଚନା ମିଳିଛି । ଏଥିପାଇଁ ଲୋକେ ଭୟଭୀତ
Read More...

୯୮ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଘୋଷଣା କଲେ ଜିଲ୍ଲାପାଳ

ନବରଙ୍ଗପୁର,୩/୩- ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାୟମ ରହିଛି । ପରମ୍ପରା ନାମରେ କିଶୋରୀ ବାଳିକାମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ
Read More...