ରାଷ୍ଟ୍ରପତିଙ୍କ ପୁରୀଗସ୍ତ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
ପୁରୀ : ମହାମହିମ ରାଷ୍ଟ୍ରପତ ରାମନାଥ କୋବିନ୍ଦଙ୍କ ସମ୍ଭାବ୍ୟ ଦୁଇ ଦିନିଆ ପୁରୀଗସ୍ତ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଉକ୍ତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୯ ଓ ୨୦!-->…
Read More...
Read More...