ଆଜମଙ୍କୁ ଦିନିକିଆ ଓ ରୁଟ୍‌ଙ୍କୁ ଟେଷ୍ଟ କ୍ରିକେଟର ଅଫ ଦି ଇୟର ପୁରସ୍କାର

ଦୁବାଇ: ଦମଦାର ପ୍ରଦର୍ଶନ ବଳରେ ପାକିସ୍ତାନ ଅଧିନାୟକ ବାବର ଆଜମ ଏବଂ ଇଂଲଣ୍ଡର ଟେଷ୍ଟ କ୍ୟାପଟେନ ବର୍ଷ ଆରମ୍ଭରୁ ପାଇଛନ୍ତି ଏକ ମର୍ଯ୍ୟାଦାଜନକ ପୁରସ୍କାର । ୨୦୨୧ ବର୍ଷ ପାଇଁ ଆଜମ ଆଇସିସି ଦିନିକିଆ ଓ ଜେ ରୁଟ ଆଇସିସି ଟେଷ୍ଟ କ୍ରିକେଟର ଅଫ ଦି ଇୟର ପୁରସ୍କାର ଅର୍ଜନ କରିଛନ୍ତି ।
Read More...

ଜାତୀୟ ସଂଗୀତ ଗାନ ସମୟରେ ଚୁଇଙ୍ଗମ ଚୋବାଇ ଟ୍ରୋଲର ଶିକାର ହେଲେ ବିରାଟ

କେପଟାଉନ୍ : ପୁଣି ଥରେ ବିବାଦ ଘେରରେ ଫସିଗଲେ ବିରାଟ କୋହଲି। ଗତକାଲି ଅର୍ଥାତ୍‌ ରବିବାର ଦିନ ଦକ୍ଷିଣ ଆଫ୍ରିକା ବିରୋଧରେ ତୃତୀୟ ଓ ଶେଷ ଦିନିକିଆରେ ତାଙ୍କର ଏକ ଭୁଲ କାମ ପାଇଁ ତାଙ୍କ ଫ୍ୟାନ୍ସମାନେ ରାଗି ଯାଇଛନ୍ତି । ତାଙ୍କର ଗୋଟିଏ ଭୁଲ୍‌ ପାଇଁ ଲୋକମାନେ ବିସିସିଆଇଙ୍କୁ ବିରାଟଙ୍କ
Read More...

ଫ୍ରେଣ୍ଡସିପ୍‌ କ୍ଲବ ପକ୍ଷରୁ ଜାତୀୟ ବାଳିକା ଦିବସ ପାଳିତ

ବୌଦ୍ଧ : ବୌଦ୍ଧ ଫ୍ରେଣ୍ଡସିଫ୍‌ କ୍ଲବ୍‌ ତରଫରୁ ନେହେରୁ ଯୁବ କେନ୍ଦ୍ର ବୌଦ୍ଧର ସହଯୋଗରେ କ୍ଲବର ନାରାୟଣ ପ୍ରସାଦଠାରେ ଆଜି ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଅଛି । ଏଥରେ ଝିଅମାନଙ୍କର ସ୍ୱାସ୍ଥ୍ୟ, ଶିକ୍ଷାର ବିକାଶ, ଲିଙ୍ଗଗତ ଭେଦଭାବ ଯେପରି ନହେଉ ସେହି ବିଷୟରେ ଆଲୋଚନା ହୋଇଥିଲା ।
Read More...

ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଖବର ଅନୁଯାୟୀ, ନାରାୟଣପୁର ଜଙ୍ଗଲରେ ପୋଲିସ
Read More...

ପିସିିସି ସଭାପତିଙ୍କୁ କରୋନା

ଭୁବନେଶ୍ୱର: କରୋନାରେ ସଂକ୍ରମିତ ହୋଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଏନେଇ ସେ ନିଜେ ଟ୍ୱିଟ କରି ଜଣାଇଛନ୍ତି । ସେ ଏବେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ଜଣାଇଛନ୍ତି । ସପ୍ତାହକ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇନେବା ସହ
Read More...

ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଗତକିଛି ଦିନ ହେବ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିଲା । ଏଥିପାଇଁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପରୀକ୍ଷା ହେବ କି ନାହିଁ, ତାହା ଆଶଙ୍କାରେ ଥିଲା । ଏହାରି ଭିତରେ ଦଶମ ଶ୍ରେଣୀ ପିଲାଙ୍କ ମଧ୍ୟ ସମେଟିଭ୍ ପରୀକ୍ଷା କରାଯାଇଥିଲା । ଯଦି କରୋନାର ସ୍ଥିତି ସାଂଘାତିକ ହୁଏ,
Read More...

ଆଭାସୀ ବାଳ ମୁକୁନ୍ଦ କାର୍ଯ୍ୟକ୍ରମରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ

ପାରଳାଖେମୁଣ୍ଡି : କୌଣସି ପ୍ରୟାସ ଅସୁବିଧାରୁ ମୁକ୍ତ ନୁହେଁ, ଏବଂ ଲକ୍ଷ୍ୟ ଯେତେ ଅଧିକ ହେବ, ବାଧାବିଘ୍ନଗୁଡ଼ିକ ସେତେ ଅଧିକ ଠିଆ ହେବ । ଏପରି କ’ଣ ଥାଏ ଯାହା ଦ୍ୱାରା ଅନ୍ୟମାନେ ନିରାଶ ହୋଇଥିବାବେଳେ କିଛି ଲୋକ ଆଶା ନ ଛାଡି ଲକ୍ଷ୍ୟ ପଥରେ ଆଗେଇ ଚାଲିଥାନ୍ତି । ପୁନଶ୍ଚ, ପ୍ରେରଣା ହେଉଛି
Read More...

ବିଶିଷ୍ଟ ଶିକ୍ଷାବିତ୍‌ଙ୍କ ଦେହାନ୍ତ

ପାରଳାଖେମୁଣ୍ଡି : କୁମ୍ଭାରସାହି ବାସିନ୍ଦା ପାରଳା ତଥା ଗଜପତିର ବେଶ୍‌ ଜଣାଶୁଣା ଆଦର୍ଶ ସେବା ନିବୃତ ପ୍ରଧାନଶିକ୍ଷକ ଲକ୍ଷ୍ମୀ ନୃସିଂହ ପଟ୍ଟନାୟକଙ୍କ ୮୪ବର୍ଷ ବୟସରେ ଆଜି ପ୍ରତ୍ୟୁଷରେ ଦେହାନ୍ତ ହୋଇ ସାରିଛନ୍ତି । ସେ କିଛି ବର୍ଷ ବାର୍ଦ୍ଧକ୍ୟ ଜନିତ ଶଯ୍ୟାଶାୟୀ ଥିଲେ ସୁଦ୍ଧା ଶେଷ
Read More...

ରାଜ୍ୟରେ ୭୨୯୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୨୪।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୭୨୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୧୯୫୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା
Read More...

ଦିନିକିଆ ସିରିଜ ପୋଛିନେଲା ଦକ୍ଷିଣ ଆଫ୍ରିକା

କେପ୍‌ ଟାଉନ୍‌ : ଘରୋଇ ଦଳ ଦକ୍ଷିଣ ଆଫ୍ରିକା ନିଜ ମାଟିରେ ହାସଲ କରିଛି ଡବଲ ସିରିଜ ବିଜୟ । ପୂର୍ବରୁ ଟେଷ୍ଟ ସିରିଜ ଜିତିଥିଲା,ଏବେ ଦିନିକିଆ ସିରିଜ ମଧ୍ୟ ଜିତିଛି,ତାହା ପୁଣି କ୍ଲିନ ସୁଇପ । ଭାରତ ବିପକ୍ଷ ଦିନିକିଆ ସିରିଜକୁ ଦଳ ୩-୦ ରେ ପୋଛିନେଇଛି । ଆଜି ଅନୁଷ୍ଠିତ ତୃତୀୟ ତଥା ଶେଷ
Read More...