କନ୍ଧମାଳରେ ସାଂସଦଙ୍କ ଧୂଆଁଧାର ପ୍ରଚାର
ଫୁଲବାଣୀ:କନ୍ଧମାଳ ଜିଲ୍ଲାର ବିଭିନ୍ନ ଜିଲ୍ଲା ପରିଷଦ ଜୋନରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଧୂଆଁଧାର ପ୍ରଚାର କରୁଥିବା ଦେଖିବାକୁ ମିଳିଛି । ବିଭିନ୍ନ ଜିଲ୍ଲା ପରିଷଦ ଜୋନରେ ଶ୍ରୀ ସାମନ୍ତଙ୍କ ପ୍ରଚାର ସମୟରେ ବିପୁଳ ଜନ ସମର୍ଥନ ପରିଲକ୍ଷିତ ହେଉଛି । ଆଜି!-->…
Read More...
Read More...