ସୁବର୍ଣ୍ଣପୁର ଜିଲ୍ଲାରେ ଦୁଇଅଙ୍କକୁ ଖସିଲା ସଂକ୍ରମଣ, କୋଭିଡ କଟକଣାକୁ ମାନିବାକୁ ପ୍ରଶାସନର ଗୁରୁତ୍ୱାରୋପ

ସୁବର୍ଣ୍ଣପୁର: କରୋନାର ତୃତୀୟ ଲହର ଓମିକ୍ରନର ସଫଳ ମୁକାବିଲା କରିବା ପାଇଁଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ବହୁବିଧ ବ୍ୟବସ୍ଥା ସହ ସମ୍ପୂର୍ଣ ପ୍ରସ୍ତୁତ ହୋଇ ରହିଛି । ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଜିଲ୍ଲାର ବିଭିନ୍ନ ବ୍ଲକ
Read More...

ତୃତୀୟ ଦିନରେ କଂଗ୍ରେସର ନାମାଙ୍କନ ପତ୍ର ଦାଖଲ

ନବରଙ୍ଗପୁର : ରାଜ୍ୟରେ ହେବାକୁ ଥିବା ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ନିମନ୍ତେ ନବରଙ୍ଗପୁର ଜିଲ୍ଲାରେ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ନବରଙ୍ଗପୁର ଜିଲ୍ଲା କଂଗ୍ରେସ ଭବନ ଚଳଚଞ୍ଚଳ ଥିବା ଦେଖିବାକୁ ମିଳିଥିଲା । ଦ୍ୱିତୀୟ ଦିନ ସୁଦ୍ଧା ମୋଟ ୨ଜଣ
Read More...

ସାଧାରଣତନ୍ତ୍ର ଦିବସ ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୯/୧- ୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଆଜି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ଗତ ବର୍ଷ ପରି ଚଳିତବର୍ଷ ମଧ୍ୟ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ
Read More...

ସ୍ୱର୍ଗତ ବିପ୍ରଚରଣ ପଟ୍ଟନାୟଜଙ୍କ ସ୍ମୃତିରେ ସ୍ମୃତିସଭା

ଫୁଲବାଣୀ: ବିଶିଷ୍ଟ ଶିକ୍ଷାବିତ, ସୁସାହିତ୍ୟିକ, ଛାତ୍ରବତ୍ସଳ ଗୁରୁ ତଥା ସମାଜସେବୀ ସ୍ୱର୍ଗତ ବିପ୍ର ଚରଣ ପଟ୍ଟନାୟକଙ୍କ ସ୍ମରଣରେ ସ୍ଥାନୀୟ ବନାନୀ କଳା ସଙ୍ଗମଠାରେ କରୋନା କଟକଣା ନିୟମ ଅନୁସାରେ ଏକ ସ୍ମୃତି ସଭା ବରିଷ୍ଠ ନାଗରିକ ସଙ୍ଘ, ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ, ମିଳିତ ନାଗରିକ
Read More...

ପୁରୀ: ୧୭୨ ଗ୍ରାମ ବ୍ରାଉନସୁଗାର ଜବତ

ପୁରୀ,୧୯/୧- ଧଳାଜହର ବେପାରୀଙ୍କ ପେଣ୍ଠସ୍ଥଳୀ ପୁରୀ ପାଲଟିଥିବା ବେଳେ ଆଜି ପୁରୀ ପୋଲିସକୁ ପୁଣିଥରେ ମିଳିଛି ବଡ଼ ସଫଳତା । ଏସଟିଏଫ ଓ ସମୁଦ୍ର କୂଳ ଥାନା ପୋଲିସ ଦ୍ୱାରା ୧୭୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି । ତାଳବଣିଆ ଆଇଟିଆଇ ଛକ ନିକଟରୁ ୩ ମୁଖ୍ୟ ବ୍ରାଉନସୁଗାର ବେପାରୀଙ୍କୁ
Read More...

କରୋନା ନେଇ ରାଜ୍ୟବାସୀଙ୍କୁ ଚେତାଇଦେଲେ ମୁଖ୍ୟ ସଚିବ: ଅବହେଳା କଲେ ଆମେ ସମସ୍ତେ ଅସୁବିଧା ଭୋଗିବା

ଭୁବନେଶ୍ୱର : ରାଜ୍ୟରେ କରୋନା ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଭୟଭୀତ ନହୋଇ ନିୟମ ମାନି ଆଉ କିଛି ଦିନ ଜଗିରଖି ଚଳିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି । ଓମିକ୍ରନ ପାଇଁ ସଂକ୍ରମଣ
Read More...

ଜିଲ୍ଲାପାଳଙ୍କ କୋଭିଡ ପରିସ୍ଥିତିର ସମୀକ୍ଷା

ପୁରୀ,୧୯/୧- ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଜିଲ୍ଲାର କରୋନା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଏହି ମର୍ମରେ ଜିଲ୍ଲାପାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସଂକ୍ରାମକ ରୋଗ ଚିକିତ୍ସାଳୟ ଗସ୍ତ କରି ଆନୁଷଙ୍ଗିକ ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଜିଲ୍ଲାପାଳ ମୁଖ୍ୟ ଚିକିତ୍ସାଳୟର ଚିକିତ୍ସା
Read More...

ଗଞ୍ଜାମ ଦମ୍ପତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୭ ତମ ଶିଶୁକୁ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଗଞ୍ଜାମ ଜିଲ୍ଲାର ଗୋଟିଏ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି । ଗତ ଲକଡାଉନ ଏବଂ ସଟଡାଉନ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ
Read More...

ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ବିଜେଡ଼ି ପକ୍ଷରୁ ୭ଟି ଯେଜନର ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

ବାଲିଗୁଡ଼ା: ତ୍ରିସ୍ତରୀୟ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି । ଚଳିତ ମାସ ୧୭ ତାରିଖ ଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଚାଲିଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । କନ୍ଧମାଳ ଜିଲ୍ଲାର ମୋଟ ୧୮ ଟି ଜୋନ୍‌ ପାଇଁ ବିଜୁ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି । ତୃତୀୟ ଦିନରେ
Read More...

ବୌଦ୍ଧ: ବିଶିଷ୍ଟ କ୍ରୀଡାବିତ ତପନ ଦଳେଇଙ୍କ ବିୟୋଗରେ ଜିଲ୍ଲା ଫୁଟବଲ ଆସୋସିଏସନ ତରଫରୁ ଶୋକସଭା

ବୌଦ୍ଧ,୧୯/୧ – ବୌଦ୍ଧର ବିଶିଷ୍ଟ କ୍ରୀଡାବିତ ତଥା ଜିଲ୍ଲାର ସୁନାମଧନ୍ୟ ଫୁଟବଲ ଖେଳାଳୀ ଓ ରେଫରୀ ତପନ ଦଳେଇଙ୍କ ବିୟୋଗରେ ବୌଦ୍ଧର କ୍ରୀଡାମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଆଜି ପ୍ରତ୍ୟୁଷରେ ତାଙ୍କର ଆକସ୍ମିକ ବିୟୋଗ ବୌଦ୍ଧରେ ଶୋକର ଛାୟା ଖେଳିଯାଇଥିଲା । ସ୍ୱର୍ଗତ ଶ୍ରୀ ଦଳେଇ ୬୦ବର୍ଷ
Read More...