ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚେତାବନୀ
ଭୁବନେଶ୍ବର: ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଡ୍ରାଇଭର ମହାସଂଘ। ୬ ଦଫା ଦାବି ପୂରଣ ନହେଲେ ବନ୍ଦ ହେବ ଚକ ଅଖ। ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ ଚେତାବନୀ ଦେଇଛି ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ। ମଞ୍ଚ ପକ୍ଷରୁ କୁହାଯାଇଛି ଆସନ୍ତା ଜୁଲାଇ ମାସରେ ୬ ଦଫା ଦାବି ନେଇ!-->…
Read More...
Read More...