ଓଡିଶା ସାମ୍ବାଦିକ ସଂଘ ତରଫରୁ ସମ୍ବର୍ଦ୍ଧନା ସଭା
ସୁବର୍ଣ୍ଣପୁର : ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ଆଜି ପୂର୍ବାହ୍ନ ସାଢେ ଦଶଟା ସମୟରେ ସ୍ଥାନୀୟ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନର ସମ୍ମିଳନୀ ଗୃହଠାରେ ଏକ ସମ୍ବର୍ଦ୍ଧନା ସଭା କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ!-->…
Read More...
Read More...