ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ
ଧର୍ମଗଡ : ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ । ୮୨ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରୋଶନୀ ସିଂହଦେଓ ହେଉଛନ୍ତି ବିଜେଡି ନେତା ପୁଷ୍ପେନ୍ଦ୍ର ସିଂହଦେଓଙ୍କ ମା’ ।ରୋଶନୀ ସିଂହଦେଓ କୋକସରାରୁ ଲଗାଗାତ ୨ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ!-->…
Read More...
Read More...