ଅଭ୍ୟାସ ମ୍ୟାଚରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତ

ନୂଆଦିଲ୍ଲୀ : ଚଳିତ ସପ୍ତାହରେ ୱେଷ୍ଟଇଣ୍ଡିଜରେ ଅଣ୍ଡର -୧୯ ବିଶ୍ୱକପ ଆରମ୍ଭ ହେବ । ଭାରତକୁ ଜାନୁଆରୀ ୧୫ ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ ପଡିବ । ଅଣ୍ଡର -୧୯ ବିଶ୍ୱକପର କ୍ରମାଗତ ଦ୍ୱିତୀୟ ଅଭ୍ୟାସ ମ୍ୟାଚରେ ଭାରତ ଜିତିଛି । ଅଭ୍ୟାସ ମ୍ୟାଚରେ ଭାରତ
Read More...

ଅର୍ଦ୍ଧ ନିର୍ମିତ ବିଶ୍ରାମାଗାର ପୂର୍ଣ୍ଣ ହେବ କେବେ ?

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିରୁକୁଡି ଗ୍ରାମ ପଞ୍ଚାୟତର ଖଉମୁଣ୍ଡା ଛକରେ ଦୀର୍ଘ ୧୦ ବର୍ଷରୁ ଉର୍ଦ୍ଧ୍ୱ ହେବ ଯାତ୍ରୀ ବିଶ୍ରାମାଗାର ଅର୍ଦ୍ଧ ନିର୍ମାଣ ହୋଇ ପଡିରହିଛି । ନିର୍ବାହୀ ଅଧିକାରୀ ପିରିକୁଡିଙ୍କୁ ପଚାରିବାରୁ ତାଙ୍କ ଜ୍ଞାତରେ ନାହିଁ କହୁଛନ୍ତି । ଯେଉଁ
Read More...

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ସ୍ୱତନ୍ତ୍ର ପୋସ୍କ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲ୍ଲା ଦୌରା ଜଜ ଭାସ୍କରଚନ୍ଦ୍ର ସାହୁ ଆଜି ଏକ ୫ ବର୍ଷର ନାବାଳିକା ଦୁଷ୍କର୍ମ ମାମଲାର ବିଚାରଣା କରି ମାମଲାର ୧୪ ଜଣ ସାଖିଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଓ ପ୍ରମାଣ ଆଧାରରେ ଅଭିଯୁକ୍ତ ପିଡୀତାଙ୍କ
Read More...

ବାଲୁକା କଳା ମାଧ୍ୟମରେ ଲତା ମଙ୍ଗେସକରଙ୍କ ଆଶୁ ଆରୋଗ୍ୟ କାମନା

ପୁରୀ : ଭାରତ ରତ୍ନ ତଥା ଭାରତର ପ୍ରସିଦ୍ଧ କଣ୍ଠଶିଳ୍ପୀ ଲତା ମଙ୍ଗେସକର କୋଭିଡ଼ରେ ଆକ୍ରାନ୍ତ ହୋଇ ଏବେ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଇସିୟୁରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ଲତା ମଙ୍ଗେସକରଙ୍କ ଦ୍ରୁତ ଆରୋଗ୍ୟ କାମନା ସାରା ଦେଶ କରୁଥିବା
Read More...

ଦଶପଲ୍ଲାରେ ମାତୃ ଓ ଶିଶୁ ପ୍ରଯତ୍ନ କେନ୍ଦ୍ରର ଶୁଭାରମ୍ଭ

ଦଶପଲ୍ଲା : ଦୀର୍ଘ ୬ବର୍ଷ ପ୍ରତିକ୍ଷା ପରେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମାତୃ ଓ ଶିଶୁ ପ୍ରଯତ୍ନ କେନ୍ଦ୍ର ଗୃହ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହୋଇଛି । ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦଶପଲ୍ଲା ସହରକୁ ନୂତନ ଏନ୍‌ଏସିର ମାନ୍ୟତା ପାଇବା ପରେ ଦଶପଲ୍ଲା ଗାନ୍ଧୀ ମଇଦାନ ଠାରେ
Read More...

ଆଜି ପବିତ୍ର ଶାମ୍ବ ଦଶମୀ, ଅର୍କକ୍ଷେତ୍ରରେ ଗଡିଲା ସୂର୍ଯ୍ୟ ରଥ

କୋଣାର୍କ : ଆଜି ପବିତ୍ର ଶାମ୍ବ ଦଶମୀ ଅବସରରେ ଅର୍କକ୍ଷେତ୍ରରେ କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗ ଚଳଚଞ୍ଚଳ । ସୂର୍ଯ୍ୟ ଉପାସକ ମାନେ ପ୍ରାତଃ ସମୟରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ ପୂଜାର୍ଚ୍ଚନା କରିଥିଲେ ଶ୍ରଦ୍ଧାଳୁ । କୋଭିଡ କଟକଣା ଯୋଗୁଁ ଚନ୍ଦ୍ରଭଗା
Read More...

ରାଜ୍ୟରେ ୯ ହଜାର ମୁହାଁ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୮୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା
Read More...

ପଞ୍ଚଭୂତରେ  ଲୀନ ହେଲେ ଅଭିନେତା ମିହିର ଦାସ

କଟକ : ପଞ୍ଚଭୂତରେ  ଲୀନ ହେଲେ ଅଭିନେତା ମିହିର ଦାସ । କଟକ ସତୀଚୈରା ଶ୍ମଶାନରେ ମିହିର ଦାସଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ପରିବାର, ପ୍ରଂଶସକ ଓ ଆତ୍ମୀୟ ଗହଣରେ କାକା ନେଲେ ଶେଷ ବିଦାୟ । ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ୍‌ ଅର୍ନର ଦିଆଯାଇଛି । ଖବର ଅନୁଯାୟୀ, ମଙ୍ଗଳବାର ୬୩
Read More...

ଗଞ୍ଜେଇ ଚୋରାଚାଲାଣ ବେଳେ ଦାରିଙ୍ଗବାଡି ପୋଲିସ ପକ୍ଷରୁ ଚଢ଼ାଉ,ଗଞ୍ଜେଇ ଭର୍ତ୍ତି କାର୍‌ ସହ ତିନିଜଣ ମାଫିଆ ଗିରଫ

ବାଲିଗୁଡା: ବେଆଇନ୍‌ ଗଞ୍ଜେଇ ଚୋରାଚାଲାଣ ବେଳେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଚଢ଼ାଉ । ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ସହ ତିନିଜଣ ମାଫିଆଙ୍କୁ ଗିରଫ କରିବା ସହ ଚୋରାଚାଲାଣରେ ବ୍ୟବହୃତ ଏକ ଜାଇଲୋ କାରକୁ ଜବତ କରିଛି ପୋଲିସ୍‌ । ସୂଚନା ପ୍ରକାରେ ମହାମାରୀ କରୋନାକୁ ନେଇ
Read More...

ପଡ଼ିଆରେ କୋହଲି-ଏଲଗାର ଯୁକ୍ତିତର୍କ

କେପଟାଉନ : ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚର ଆଜି ପ୍ରଥମ ଦିବସରେ ଏକ ଗରମାଗରମ ଦୃଶ୍ୟ ଦେଖିବାକୁ ମିଳିଥିଲା । ମ୍ୟାଚର ୫୨ତମ ଓଭରରେ ଅଧିନାୟକ ବିରାଟ କୋହଲିଙ୍କ ୱିକେଟ୍‌ ନେଇ ଅନେକ ଡ୍ରାମା ହୋଇଥିଲା । ୫୨ତମ ଓଭର ଚାଲିଥିବାବେଳେ ଡେନ ଅଲିଭିଆର ଚତୁର୍ଥ ବଲରେ କୋହଲି ଆଉଟ
Read More...