ଡୁମାଳ ବିକାଶ ପରିଷଦ ତରଫରୁ କିଶୋର ମହାନ୍ତିଙ୍କ ଶ୍ରଦ୍ଧାଞ୍ଜଳି ସଭା
ବୌଦ୍ଧ,୯/୧- ବୌଦ୍ଧସ୍ଥିତ ମାହେଶ୍ୱରୀ ସଂସ୍କୃତି ଭବନ ଠାରେ ଜିଲ୍ଲା ଯୁବ ଡୁମାଳ ବିକାଶ ପରିଷଦ ଆନୁକୂଲ୍ୟରେ କିଶୋର ମହାନ୍ତିଙ୍କ ଏକାଦଶାହ ତିଥିରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ପରିଷଦର ସଭାପତି ଶମ୍ଭୁ ଗିରି ସଭାପତିତ୍ୱ କରିଥିଲେ । ସମ୍ପାଦକ କୃତ୍ତିବାସ ପଲିଆ,!-->…
Read More...
Read More...