ଜାନୁଆରୀ ୩୧ ରୁ ସଂସଦର ବଜେଟ୍ ଅଧିବେଶନ
ନୂଆଦିଲ୍ଲୀ : ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ୍ ଅଧିବେଶନ । ସଂସଦର ବଜେଟ୍ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ତେବେ ଜାନୁଆରୀ ୩୧ ତାରିଖରେ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ, ଫେବୃଆରୀ ୧ ତାରିଖରେ କେନ୍ଦ୍ରୀୟ ବଜେଟ୍ ସଂସଦରେ ଉପସ୍ଥାପିତ ହେବ ।!-->…
Read More...
Read More...