ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଦଳର ପ୍ରତିଷ୍ଠା ଦିବସ ପାଳନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ତିତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଦଳର ୧୩୭ତମ ପ୍ରତିଷ୍ଠା ଦିବସ ପାଳନ କରାଯିଇଛି । ଏହି ଅବସରରେ ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଦଳୀୟ ପତାକା ଉତ୍ତୋଳନ!-->…
Read More...
Read More...