ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି
ପୁରୀ-ଆସନ୍ତା 3 ତାରିଖରେ ମହାମହୀମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। 3 ତାରିଖରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ କରି ସିଧାସଳଖ ଲୋକଭବନରେ ରାତ୍ରୀ ଯାପନ କରିବେ | ତା ପରଦିନ 4 ତାରିଖରେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗା!-->…
Read More...
Read More...