ସୋନପୁର ବ୍ଲକରେ ବୁଲିଲା ମାନସିକ ସଚେତନତା ରଥ,୨୮ ଡିସେମ୍ବରରେ ମାନସିକ ରୋଗ ନିରୂପଣ ଶିବିର
ସୋନପୁର,୨୫/୧୨- ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ଆଜି ଏକ ମାନସିକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଏହି ସଚେତନତା ରଥର ଶୁଭାରମ୍ଭ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ!-->…
Read More...
Read More...