ନବରଙ୍ଗପୁର ମହାବିଦ୍ୟାଳୟରେ ଜାତୀୟ ଖାଉଟି ଅଧିକାର ଦିବସ ପାଳିତ
ନବରଙ୍ଗପୁର: ନବରଙ୍ଗପୁର ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା, ଯୁବ ରେଡ଼କ୍ରସ ଓ ବାଣିଜ୍ୟ ବିଭାଗ ତରଫରୁ ଜାତୀୟ ଖାଉଟି ଅଧିକାର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଜାତୀୟ ସେବା ଯୋଜନା ଜିଲ୍ଲା ସଂଯୋଜକ ଅଧ୍ୟାପକ ଦିଲ୍ଲୀପ କୁମାର ହୋତା ଏବଂ କଲେଜ ସଂଯୋଜକ!-->…
Read More...
Read More...