ପରିମଳ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବାଲିଗୁଡ଼ା,୭/୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପରିମଳ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ଉପଜିଲ୍ଲାପାଳ ତଥା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼.ଶୁଭଙ୍କର ମହାପାତ୍ରଙ୍କ ପ୍ରଚେଷ୍ଟାରେ ଏହି!-->…
Read More...
Read More...