ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସମୀକ୍ଷା ବୈଠକ ଓ ମିଶନ ଶକ୍ତିର ଋଣ ମେଳା
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଓ ଫିରିଙ୍ଗିଆ ବ୍ଲକ ଠାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସମୀକ୍ଷା ବୈଠକ ଓ ମିଶନ ଶକ୍ତିର ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମନ୍ତ୍ରୀ ତଥା କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ!-->…
Read More...
Read More...