ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ
ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ଫେରିଛି ତାତି। ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ବାୟୁମଣ୍ଡଳରେ ଆର୍ଦ୍ରତା ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ସେପଟେ ଏବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଓଡ଼ିଶା ଛୁଇଁଥିଲେ ମଧ୍ୟ ରାଜ୍ୟକୁ ପଶ୍ଚିମା ଶୁଷ୍କ!-->…
Read More...
Read More...