ଆରମ୍ଭହେଲା ନାମାଙ୍କନ ଦାଖଲ ପ୍ରକ୍ରିୟା
ପୁରୀ,୧୭/୧- ପଂଚାୟତ ନିର୍ବାଚନ ପାଇଁ ବିଗୁଲ ବାଜି ସରିଛି । ଆଜିଠାରୁ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ ପୁରୀ ଜିଲ୍ଲାର ମୋଟ ୨୬୮ ଟି ପଂଚାୟତ , ୩୩ ଟି!-->…
Read More...
Read More...