କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଗିରଫ
ଭୁବନେଶ୍ବର- ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗର କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଆଜି ତାଙ୍କୁ ଗିରଫ କରିବା ପରେ କୋର୍ଟରେ ହାଜର କରାଯିବ ବୋଲି ସୂଚନା ମିଳିଛି ।
କାଲି କୁବେର ଯନ୍ତ୍ରୀଙ୍କ ଘରୁ ନଗଦ ୨.୫୬ କୋଟି!-->!-->!-->…
Read More...
Read More...