ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା |୨ମୃତ, ଜଣେ ଗୁରୁତର

ରାୟଗଡା: ୩୨୬ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ନରେ ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା ହୋଇ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତରଙ୍କୁ ବିଶାଖାପାଟଣମ୍‌ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ବାଇକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ
Read More...

କଥା ରଖିଲେ ମୁଖ୍ୟମନ୍ତ୍ରୀ, ପଞ୍ଚାୟତ ପ୍ରତିନିଧିଙ୍କୁ ପ୍ରସାଦ ବାଣ୍ଟିଲେ

ଭୁବନେଶ୍ୱର : କଥା ରଖିଲେ ମୁଖ୍ୟମନ୍ତ୍ରୀ, ଆଜି ଗଞ୍ଜାମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ତାରାତରିଣୀ ମନ୍ଦିରରେ ଭେଟି ମାଙ୍କ ପ୍ରସାଦ ବାଣ୍ଟି ଥିଲେ ।ସୂଚନାଯୋଗ୍ୟ ଯେ କରୋନାର ପ୍ରଥମ ଲହରରେ ଗଞ୍ଜାମ ବିଶେଷ ଭାବରେ ପ୍ରଭାବିତ
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ।ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ
Read More...

ବାତ୍ୟା ଜନିତ କ୍ଷୟକ୍ଷତି ଆକଳନ | ପୁରୀ ଜିଲ୍ଲାରେ ବାତ୍ୟା ଜନିତ କ୍ଷୟକ୍ଷତି ଆକଳନ କରୁଛନ୍ତି କେନ୍ଦ୍ରୀୟ ଟିମ୍‌

ପୁରୀ : ଜୱାଦ ବାତ୍ୟା ଜନିତ ଫସଲ କ୍ଷୟକ୍ଷତି ଆକଳନ ପାଇଁ ପୁରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କ୍ଷେତ୍ର ପରିଦର୍ଶନ କରିଛନ୍ତି କେନ୍ଦ୍ରୀୟ ଟିମ୍‌ । ପୁରୀ ଜିଲ୍ଲାରେ ବାତ୍ୟା ଜନିତ କ୍ଷୟକ୍ଷତି ଆକଳନ କରୁଛନ୍ତି କେନ୍ଦ୍ରୀୟ ଟିମ୍‌ । କେନ୍ଦ୍ରୀୟ ଦଳ ସହିତ ରାଜ୍ୟର ବରିଷ୍ଠ ଅଧିକାରୀ ଓ ପୁରୀ
Read More...

ଟାକରା କଲେଜ୍‌ ର ନୂତନ ଶ୍ରେଣୀ ଗୃହ ଓ ପାନୀୟ ଜଳଯୋଗାଣ ପ୍ରକଳ୍ପ ଉଦଘାଟିତ

ଦଶପଲ୍ଲା: ଦଶପଲ୍ଲା ବ୍ଲକ୍‌ ମଣୀନାଗ ବହୁମୂଖୀ ଉଚ୍ଚ଼ମାଧ୍ୟମିକ ବିଦ୍ୟାଳୟ ଟାକରା କଲେଜ୍‌ (ବୁଗୁଡା କଲେଜ)ର ପାନୀୟ ଜଳ ପ୍ରକଳ୍ପ ଓ ନୂତନ ଶ୍ରେଣୀ ଗୃହର ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର
Read More...

ରାମେଶ୍ୱର ମନ୍ଦିର ଠାରେ ସାପ୍ତାହିକ ସଫେଇ ଅଭିଯାନ

ସୁବର୍ଣ୍ଣପୁର,୧୨/୧୨- ଆଜି ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ପକ୍ଷରୁ ସ୍ଥାନୀୟ ଐତିହାସିକ ପୀଠ ତ୍ରିବେଣୀସଙ୍ଗମ ଶ୍ରୀ ଶ୍ରୀ ରାମେଶ୍ୱର ମନ୍ଦିର ଠାରେ ସାପ୍ତାହିକ ସଫେଇ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଭାପତି ଲକ୍ଷ୍ମୀ ନାରାୟଣ ମେହେରଙ୍କ ପରାମର୍ଶକ୍ରମେ ବରିଷ୍ଠସଭ୍ୟ
Read More...

ଲ୍ୟାମ୍ପ କର୍ମଚାରୀ ରାଜଧାନୀରେ, ବେପାରୀଙ୍କ କବଜାରେ ଚାଷୀ

ନବରଙ୍ଗପୁର,୧୨/୧୨(ହୀ.ପ୍ର)- ଲ୍ୟାମ୍ପ କର୍ମଚାରୀ ସେମାନଙ୍କ ହକ ପାଇଁ ଏବେ ରାଜଧାନୀରେ ଥିବାବେଳେ ଏପଟେ ବେପାରୀଙ୍କ କବଜାରେ ଚାଷୀ । ଏମିତି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲାରେ । ଏକ ମାସରୁ ଉର୍ଦ୍ଧ୍ୱହେବ ବିଭିନ୍ନ ଦାବିନେଇ ଲ୍ୟାମ୍ପ କର୍ମଚାରୀମାନେ ଧାରଣା ଦେବାସହ
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ବର୍ଷ ଶେଷ ଲୋକ ଅଦାଲତ

ପାରଳାଖେମୁଣ୍ଡି : ଗଜପତିରେ ବର୍ଷରେ ଶେଷ ତଥା ଚତୁର୍ଥ ଲୋକ ଅଦାଲତ ଟଙ୍କା ୨୫୬୦୦୦୦.୦୦ କ୍ଷତି ପୂରଣ ନିର୍ଦ୍ଦେଶ ଶନିବାର ଦିନ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ବର୍ଷର ଚତୁର୍ଥ ତଥା ଶେଷ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧି କରଣ ଓ ରାଜ୍ୟ ଆଇନ ସେବା
Read More...

ହାର୍ଡକୋର ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ନବରଙ୍ଗପୁର,୧୨/୧୨- ନବରଙ୍ଗପୁର ପୋଲିସ ନିକଟରେ ହାର୍ଡକୋର ମହିଳା ମାଓବାଦୀ ଆତ୍ମସମର୍ପଣ କରିଛି । ନବରରଙ୍ଗପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ମହିଳା ମାଓବାଦୀ କମଲେଶ୍ୱରୀ ମାରିଆ ଓରଫ ଅମିଲା ନୂଆପଡା
Read More...

ହାର୍ଡକୋର ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ନବରଙ୍ଗପୁର,୧୨/୧୨- ନବରଙ୍ଗପୁର ପୋଲିସ ନିକଟରେ ହାର୍ଡକୋର ମହିଳା ମାଓବାଦୀ ଆତ୍ମସମର୍ପଣ କରିଛି । ନବରରଙ୍ଗପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ମହିଳା ମାଓବାଦୀ କମଲେଶ୍ୱରୀ ମାରିଆ ଓରଫ ଅମିଲା ନୂଆପଡା
Read More...