୧୮ ଆଇନଜୀବୀ ପାଇଲେ ସରକାରୀ ନିଯୁକ୍ତି
ଦଶପଲ୍ଲା : ନୟାଗଡ଼ ଜିଲ୍ଲାର ଆଇନ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ୧୮ ଜଣ ଆଇନଜୀବୀଙ୍କୁ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି । ସେମାନଙ୍କ ମଧ୍ୟରେ ନୟାଗଡ଼ରେ ଅତିରିକ୍ତ ସରକାରୀ ଆଇନଜୀବୀ ଭାବେ ଇନ୍ଦ୍ରଭୁବନ ମିଶ୍ର, ଖଣ୍ଡପଡ଼ା ଅତିରିକ୍ତ ସରକାରୀ ଆଇନଜୀବୀ ଭାବେ ମନୋଜ କୁମାର ମିଶ୍ର ,!-->…
Read More...
Read More...