ଗେର୍ଡା ପଞ୍ଚାୟତ ସ୍ତରୀୟ ‘ଶିଶୁଙ୍କ ପାଇଁ ଦିନ ଟିଏ’ କାର୍ଯ୍ୟକ୍ରମ
ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ଗେର୍ଡା ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଶିଶୁଙ୍କ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଆଇସିଡିଏସ ସୁପଭାଇଜର ବିଦ୍ୟୁତପ୍ରଭା ନାଗ ଯୋଗଦେଇ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ । ପ୍ରାରମ୍ଭରେ ଗାଁ!-->…
Read More...
Read More...