ବସଲାଟ ଜଙ୍ଗଲରେ ମାଈ ହାତୀର ମୃତ୍ୟୁ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ରେଞ୍ଜ ବସଲାଟ ଜଙ୍ଗଲରେ ଏକ ମାଈ ହାତୀର ମୃତ୍ୟୁ ଘଟିଥିବା ଜଣାପଡିଛି । ଆଜି ସକାଳୁ ସକାଳୁ ଗାଁଲୋକ ଏକ ହାତୀର ମୃତଦେହ ଦେଖି ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ । ପରେ ପରେ ସଦର ରେଞ୍ଜରଙ୍କ ସମେତ ବନ ବିଭାଗ କର୍ମଚାରୀ ଓ ପ୍ରାଣୀ ଚିକିତ୍ସକ!-->…
Read More...
Read More...