କୋଲକତା ଅଧିନାୟକ ମୋର୍ଗାନଙ୍କୁ ୨୪ଲକ୍ଷ ଫାଇନ

ଦୁବାଇ: ଡିଫେଣ୍ଡି ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ କୋଲକାତା ନାଇଟ ରାଇଡର୍ସ ଚଳିତ ଆଇପିଏଲ ପଏଣ୍ଟ ଟେବୁଲର ଟପ୍ ୪ରେ ପ୍ରବେଶ କରିଛି। ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି କୋଲକାତା ଶକ୍ତିଶାଳୀ ମୁମ୍ବାଇକୁ ପରାସ୍ତ କରିବାକୁ ସକ୍ଷମ ହୋଇଛି। ତେବେ ମ୍ୟାଚ୍ ପରେ ଅଧିନାୟକ
Read More...

ଶଶୁର ଘରେ ଜ୍ୱାଇଁକୁ ଭୁଜାଲିରେ ଆକ୍ରମଣ

ରେଢାଖୋଲ : ବିବାହିତ ଶାଳୀର ପାରିବାରିକ ସମସ୍ୟାର ସମାଧାନ ପାଇଁ ଶଶୁର ଘରକୁ ଆସିଥିବା ଜ୍ୱାଇଁ ଭୁଜାଲି ଚୋଟରେ ଗୁରୁତର ହୋଇପଡିଛନ୍ତି । ବିଳମ୍ବିତ ରାତିରେ ଘରୁ ଟାଣି ନେଇ ତାଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ସମ୍ବଲପୁର ଜିଲ୍ଲା
Read More...

ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ନକ୍ସଲ ମୁକାବିଲା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ସେ ଦିଲ୍ଲୀ ଯାଇଛନ୍ତି । ଏହି ବୈଠକ ସେପ୍ଟେମ୍ବର ୨୬ ଅର୍ଥାତ ଆସନ୍ତା ରବିବାର ଦିନ ଅନୁଷ୍ଠିତ
Read More...

ଖବର ପ୍ରସାରଣ ପରେ ମଧ୍ୟ ବିଭାଗୀୟ କର୍ତ୍ତୃପକ୍ଷ ସବୁଜାଣି ଚୁପ, ଚାଷୀ ହତାଶ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଏକ ଆଦିବାସୀ ଅଧ୍ୟୁଷିତ ପାହାଡ଼ ପର୍ବତ ଘେରା ଅଞ୍ଚଳରେ ଅବସ୍ଥିତ । ଏଠାକାର ଲୋକଙ୍କର ଜୀବନ ଜୀବିକା କୃଷି ଉପରେ ନିର୍ଭରଶୀଳ । ଶତକଡ଼ା ୭୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରି ଚଳୁଥିବା ବେଳେ ଚାଷୀଙ୍କ ସମସ୍ୟା ପ୍ରତି କୃଷି ବିଭାଗ ଗୁରୁତ୍ୱ ଦେଉ ନ
Read More...

ଆଜି ରାଜ୍ୟରେ ୫୩୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩୯ କରୋନା ପଜିଟିଭ ଚିହ୍ନଟ ହୋଇଛନନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୧୬ ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୨୩ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ
Read More...

ମଣ୍ଡଳି ବ୍ରିଜରେ ଫସିଲା ଦନ୍ତା,ଉଦ୍ଧାର ଉଦ୍ୟମ ଜାରି

କଟକ : ନଦୀ ପାର ହେଉଥିବା ବେଳେ ଭାସିଗଲେ ହାତୀ ପଲ । ମହାନଦୀରେ ପ୍ରଖର ସ୍ରୋତ ଥିବାରୁ, ୮ ହାତୀ ଭାସିଯାଇ ନୂଆଶାସନ ନିକଟରେ ଅଟକିଛନ୍ତି ଓ ଆଉ ଦୁଇଟି ହାତୀ ଭାସି ଯାଇ ଅନନ୍ତପୁର ଠାରେ ଲାଗିଛନ୍ତି । କିନ୍ତୁ ଗୋଟିଏ ଦନ୍ତା ହାତୀ ଦୀର୍ଘ ୫ଘଣ୍ଟା ହେଲା ମଣ୍ଡଳିବ୍ରିଜରେ ଫସି ରହିଛି । ସ୍ରୋତ
Read More...

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା

ପୁରୀ,୨୩/୯- ବିଜେଡି ପାଇଁ ଖୋଲା ସମର୍ଥନ ଦେଲେ ପିପିଲିର ପୂର୍ବତନ କଂଗ୍ରେସ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପୁଅ ପ୍ରିୟବ୍ରତ ସାମନ୍ତରାୟ । ବିଜେଡିର ହେଭିୱେଟ ନେତାଙ୍କ ସହିତ ଗୁପ୍ତ ବୈଠକ ପିପିଲି ରାଜନିତୀରେ ସୃଷ୍ଟି କରିଛି ହଇଚଇ, ସେପଟେ ନିର୍ବାଚନ ପୂର୍ବରୁ ଏଭଳି ଘଟଣାରେ
Read More...

ବୌଦ୍ଧଜିଲ୍ଲା କଂଗ୍ରେସ ପାଳନ କରିବ ସୂଚନା ଅଧିକାର ସପ୍ତାହ

ବୌଦ୍ଧ,୨୩/୯- ବୌଦ୍ଧଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆସନ୍ତାକାଲି ଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସୂଚନା ଅଧିକାର ସଚେତନତା ପକ୍ଷ ପାଳନ କରାଯିବ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ନବ କୁମାର ମିଶ୍ର ସୂଚନା ଦେଇଛନ୍ତି । ଶ୍ରୀ ମିଶ୍ର କହିଥିଲେ ଉପା
Read More...

ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ

ପୁରୀ,୨୩/୯- ଜିଲ୍ଲା ସ୍ୱଳ୍ପ ସଞ୍ଚୟ ସଂଗଠନ ଆନୁକୂଲ୍ୟରେ ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ଏବଂ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ । ସ୍ୱଳ୍ପ ସଞ୍ଚୟ ଉପ ବିଭାଗ ଉପ ଶାସନ ସଚିବ
Read More...

ବାର୍ଥ ଡେ ସ୍ପେଶାଲ : ରାଗରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ ଏହି କ୍ରିକେଟର

ନୂଆଦିଲ୍ଲୀ : ଆଜି ଚେନ୍ନାଇ ସୁପର କିଙ୍ଗ୍‌ସ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଅମ୍ବାତି ରାୟୁଡୁଙ୍କ ଜନ୍ମଦିନ । ଏକଦା ଟିମ୍‌ ଇଣ୍ଡିଆର ମଧ୍ୟମ ଅର୍ଡରର ଜଣେ ପ୍ରତିଷ୍ଠିତ ବ୍ୟାଟ୍ସମ୍ୟାନ ଭାବେ ନିଜକୁ ପରିଣତ କରିଥିବା ଅମ୍ବାତି କ୍ରୋଧିତ ହୋଇ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନଷ୍ଟ
Read More...