ଆସିଲା ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ,ଜିରୋ ନାଇଟ ସେଲିବ୍ରେସନ ଉପରେ କଟକଣା
ଭୁବନେଶ୍ୱର : ଡିସେମ୍ବର ପାଇଁ ରାଜ୍ୟ ସରକାର ଜାରି କଲେ ଗାଇଡଲାଇନ । ୧ ଜାନୁଆରୀ ୨୦୨୨ ପର୍ଯ୍ୟନ୍ତ କଟତଣା ଲାଗୁ ରହିବ । ରାତି ୧୦ରୁ ସକାଳ ୫ ଯାଏଁ ସହରାଞ୍ଚଳ ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ରାଜ୍ୟର କୌଣସି ସ୍ଥାନରେ ସପ୍ତାହନ୍ତ ସଟଡାଉନ ଲାଗୁ ହେବନି । ପ୍ରଦର୍ଶନୀ, ଏକ୍ସପୋ, ମେଳା ଓ!-->…
Read More...
Read More...