ସମ୍ଭାବ୍ୟ ବାତ୍ୟା: ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ନଭେମ୍ବର ୩୦ ତାରିଖରେ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି!-->…
Read More...
Read More...