ଯୁକ୍ତ ୩ ଓଡ଼ିଆ ବିଭାଗର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଟିକାବାଲି ଏମ ସି ଏସ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଡ଼ଃ ବସନ୍ତ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦ୍ୱୀପ ପ୍ରଜ୍ୱଳନ କରି ଅଧ୍ୟକ୍ଷ ଏହି ଉତ୍ସବକୁ ଉଦଘାଟନ କରିଥିଲେ । ଅଧ୍ୟାପକ ଅଧ୍ୟାପିକା ନୂତନ ଭାବରେ ଯୋଗ!-->…
Read More...
Read More...