ଆଇପିଏଲରେ ଏହି ଦଳ ପକ୍ଷରୁ ଖେଳିବାକୁ ରାୟୁଡୁଙ୍କ ଇଚ୍ଛା

ନୂଆଦିଲ୍ଲୀ : ଆଇପିଏଲ-୨୦୨୨ ପାଇଁ ଆଉ କିଛି ଦିନ ପରେ ମେଗା ନିଲାମ ହେବ । ଏଥିରେ ବହୁ ବହୁ ବଡ ବଡ ଖେଳାଳିଙ୍କ ନିଲାମରେ ସାମିଲ ହେବେ । ଏଥର ଦୁଇ ନୂଆ ଆଇପିଏଲ ଟିମ୍‌ ପଡିଆକୁ ଓହ୍ଲାଇବେ । ପ୍ରଥମର ଆଠ ଟିମ୍‌ ନିଜର ରିଟେନ ଖେଳାଳିଙ୍କ ଲିଷ୍ଟ ବିସିସିଆଇ ନିକଟରେ ଦାଖଲ କରିସାରିଲେଣି ।
Read More...

ଅସ୍ଥାୟୀ କର୍ମଚାରୀଙ୍କୁ ନିୟମିତ କରିବାକୁ ଦାବିପତ୍ର

ସୁବର୍ଣ୍ଣପୁର: ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ସୋନପୁର ଶାଖାର ଏକ ସାଧାରଣ ସଭା ସ୍ଥାନୀୟ ଏନଜିଓସିସି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଲଳିତ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂଘର ସାଧାରଣ ସମ୍ପାଦକ ପ୍ରଣୟ ପଟ୍ଟନାୟକ, ଉପ ସଭାପତି
Read More...

୨୫ତମ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପ, ସେଲ ରାଞ୍ଚିକୁ ହରେଇ ଆହ୍ଲାବାଦ ଫାଇନାଲରେ

ସୋନପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ହାଇସ୍କୁଲ ପଡିଆରେ ହେଉଥିବା ୨୫ତମ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପର ଦ୍ୱିତୀୟ ସେମିଫାଇନାଲରେ ସେଲ ରାଞ୍ଚିକୁ ହରେଇ ଏନଏନଏସ ଆହ୍ଲାବାଦ ବିଜୟୀ ହୋଇ ଫାଇନାଲରେ ପ୍ରବେଶ କରିଛି । ମ୍ୟାଚଟି ତିନୋଟି ଫର୍ମାଟରେ
Read More...

ଜାତୀୟ କଂଗ୍ରେସର ୧୩୭ତମ ପ୍ରତିଷ୍ଠା ଦିବସ ପାଳିତ

ଫୁଲବାଣୀ;- କନ୍ଧମାଳ ଜିଲ୍ଲା ଜାତୀୟ କଂଗ୍ରେସ ପକ୍ଷରୁ ଜିଲ୍ଲା ସଭାପତି ଅନାମ ନାୟକ ଙ୍କର ନେତୃତ୍ୱରେ ୧୩୭ ତମ ପ୍ରତିଷ୍ଠା ଦିବସ ଫୁଲବାଣୀ ଠାରେ ପାଳିତ ହୋଇଥିଲା । ଫୁଲବାଣୀ ସଦର ମହକୁମା ସ୍ଥିତ ମାଦିକୁନ୍ଦା ଛକ ନିକଟରେ ଥିବା ମହିଳା ପ୍ରଥମ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଇନ୍ଦିରା
Read More...

ଓଡିଶାରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:ଆଜି ପୁଣି ଓଡିଶାରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି ।  ଚିହ୍ନଟ ହୋଇଥିବା ବ୍ୟକ୍ତି ମୟୂରଭଞ୍ଜ ଜିଲ୍ଲାର ଓ ସେ କିଛି ଦିନ ତଳେ ୟୁଏଇରୁ ଫେରିଥଲେ । ଫେରିବା ପରେ ସେ କରୋନା ପଜିଟିଭ୍
Read More...

ପ୍ରଥମ ଟେଷ୍ଟରେ ମଜବୁତ ସ୍ଥିତିର ଭାରତ

ସେଞ୍ଚୁରିୟନ : ସେଞ୍ଚରିୟନ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଜାରିରହିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ମଜବୁତ ସ୍ଥିତିର ଭାରତ । ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ଦିନରେ ଆଦୌ ଖେଳ ସମ୍ଭବପର ହୋଇନଥିଲା । ପ୍ରଥମ ଦିନ ଭାରତ ୨୭୧ରନକରି ୩ ଓ୍ବିକେଟ ହରାଇଥିଲା । ବରେ ତୃତୀୟ ଦିନ ଦଳ
Read More...

ବାଇକ ଦୁର୍ଘଟଣାରେ ୨ଗୁରୁତର

ଫୁଲବାଣୀ,୨୮/୧୨- କନ୍ଧମାଳ ଜିଲ୍ଲାର ଫୁଲବାଣୀ ସଦର ମୁଖ୍ୟରାସ୍ତାର ମାଦିକୁନ୍ଦା ଛକ ନିକଟସ୍ଥ କୃଷି ବିଭାଗ ସାମ୍ନାରେ ଫାଷ୍ଟଫୁଡ଼ ଦୋକାନ ଆଗରେ ଏକ ବାଇକ ଚାଳକ କ୍ଷିପ୍ରବେଗରେ ଆସି ରାସ୍ତାରେ ଯାଉଥିବା ଏକବ୍ୟକ୍ତିକୁ ଧକ୍କାଦେବା ଫଳରେ ବ୍ୟକ୍ତି ଜଣଙ୍କ ଛିଟିକି ପଡିବାରୁ ଉଭୟ ବାଇକ ଚାଳକ ଓ
Read More...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ:ଜଣେ ଗୁରୁତର

ବାଲିଗୁଡ଼ା,୨୮/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଖମଣଖୋଲ ରତାପଡ଼ାରେ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରତାପଡ଼ାର ଜଣେ ବ୍ୟକ୍ତି ଅନ୍ୟଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଆଜି ଅପରାହ୍ନରେ ରତାପଡ଼ାର ଭୁବନ ନାୟକ ନାମକ ଜଣେ
Read More...

ନିଯୁକ୍ତି ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବୌଦ୍ଧ,୨୮/୧୨- ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ରଙ୍କ ଅଧକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ନିଯୁକ୍ତି ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନ ବୌଦ୍ଧର ମିଳିତ ସହଯୋଗରେ ବୌଦ୍ଧ ଜିଲାରେ
Read More...

ଜାଭିୟର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଜିଲ୍ଲା ସଂଗ୍ରହାଳୟ ପରିଦର୍ଶନ

ବୌଦ୍ଧ,୨୮/୧୨- ବୌଦ୍ଧଜିଲ୍ଲାକୁ ପଞ୍ଚାୟତିରାଜ ପରିଚାଳନାର ତାଲିମପାଇଁ ଆସିଥିବା ଜାଭିୟର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଥିଲା । ପଞ୍ଚାୟତିରାଜ ବିଭାଗର ତୃଣମୂଳସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ
Read More...