ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ପାଳିତ
ଫୁଲବାଣୀ : ଫୁଲବାଣୀରେ ଆଜି ବିଜେଡ଼ି ପକ୍ଷରୁ ୨୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଫୁଲବାଣୀ ବ୍ଲଡ଼ ବ୍ୟାଙ୍କଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଶୁଭ ଉଦଘାଟନ କରିଥିଲେ । କେବଳ ଫୁଲବାଣୀ ସହର!-->…
Read More...
Read More...