ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ
ସୁବର୍ଣ୍ଣପୁର: ସୋନପୁର ସଦର ବ୍ଲକର ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ଆଠ ଦିନ!-->…
Read More...
Read More...