ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁରିକେଲା ବ୍ଲକ ୧୦ନମ୍ବର ଜୋନ ଜିଲ୍ଲା ସାଧରଣ ସଂପାଦକ ଫିରୋଜ ଖାନଙ୍କ ନେତୃତ୍ୱରେ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଆୟୋଜନ ହୋଇଥିଲା । କଂଗ୍ରେସ ଓ ବିଜେପିର ଶତାଧିକ କର୍ମୀ ଏହି ସମ୍ମିଳନୀରେ ଯୋଗ
Read More...

ଭୀମସାରରେ ଭର୍ତ୍ତି ହେଲେ ଅସୁସ୍ଥ ବରିଷ୍ଠ ସାମ୍ବାଦିକ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁରର ବରିଷ୍ଠ ସାମ୍ବାଦିକ ତଥା ଓଜେୟୁ ଦ୍ୱାରା ଆଜୀବନ ପେନସନ ପାଉଥିବା ବିନୟ ରଞ୍ଜନ ପ୍ରଧାନ ଗତକାଲି ସନ୍ଧ୍ୟାରେ ହଠାତ ଅସୁସ୍ଥତା ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲା ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କାଡିଓଲୋଜି ସମସ୍ୟା ଯୋଗୁଁ ସେ ଗୁରୁତର ଅସୁସ୍ଥ ହୋଇ
Read More...

ଗୁମ୍ମା ଘାଟିରେ ସଡକ ଦୁର୍ଘଟଣା;ଟ୍ରକ-ବାଇକ ମୁହାଁମୁହିଁ ଧକ୍କାରେ ୨ବାଇକ ଆରୋହୀ ମୃୃତ

ରାୟଗଡା: ୩୨୬ନମ୍ବର ଜାତୀୟ ରାଜପଥର ରାୟଗଡା ଥାନା ଅନ୍ତର୍ଗତ କୁମ୍ଭିକୋଟା ଫାଣ୍ଡି ଅଧିନସ୍ତ ଗୁମ୍ମା ଘାଟିରେ ସଡକ ଦୁର୍ଘଟଣାରେ ୨ଜଣ ବାଇକ ଆରୋହୀଙ୍କ ମୃତ ହୋଇଥିବା ବେଳେ ଆଉ ଜଣେ ସାମାନ୍ୟ ଆହାତ ହୋଇଥିବା ଜଣାପଡିଛି । ଘଟଣା ସ୍ଥଳରେ କୁମ୍ଭିକୋଟା ଫାଣ୍ଡି ଏସ.ଆଇ.ପିତାମ୍ବର ଶବର,ଏଏସଆଇ
Read More...

ପ୍ରତି ପଞ୍ଚାୟତରେ ଧାନମଣ୍ଡି ଖୋଲିବା ଦାବିରେ କିଷାନ କ୍ଷେତ ମଜଦୁର ସଙ୍ଗଠନର ବିକ୍ଷୋଭ

କେନ୍ଦୁଝର: ଅଲ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଙ୍ଗଠନ (ଏଆଇକେକେଏମଏସ) ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ରେ ଏକ ବିକ୍ଷୋଭ ହୋଇଯାଇଛି । ବିକ୍ଷୋଭ ପୂର୍ବରୁ କେନ୍ଦୁଝରସ୍ଥ କରଞ୍ଜିଆ ବସଷ୍ଟାଣ୍ଡରୁ ଶତାଧିକ ମହିଳା ସମେତ ଚାଷୀମାନେ ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ
Read More...

ପଲ୍ଲୀଶ୍ରୀ ମେଳା ୨୦୨୧ ଉଦଘାଟିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟର ପରିସରଠାରେ ଥିବା ଖେଳ ପଡିଆଠାରେ ପଲ୍ଲିଶ୍ରୀ ମେଳା ୨୦୨୧ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ରିବନ କାଟି ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅତିଥି
Read More...

ଥୁଆମୂଳ-ରାମପୁର ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ
Read More...

ପଥପାର୍ଶ୍ବ ବିକ୍ରେତାମାନଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦
Read More...

୩୭ ଲକ୍ଷ ଏ ପର୍ଯ୍ୟନ୍ତ ନେଇନାହାନ୍ତି ପ୍ରଥମ ଡୋଜ୍‌

ଭୁବନେଶ୍ୱର: ରାଜ୍ୟରେ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି ଯାହା ୮୯ ପ୍ରତିଶତ । ସେହିପରି ୩୭ ଲକ୍ଷ ଲୋକ ପ୍ରଥମ ଡୋଜ ଟିକା ଏବେ ବି ନେଇ ନଥିବାବେଳେ ୩୧ ଲକ୍ଷ ଦ୍ୱିତୀୟ ଡୋଜ ମଧ୍ୟ ନେଇନାହାନ୍ତି । ଏନେଇ ସୂଚନା
Read More...

ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟରେ ଜାତୀୟ ଗଣିତ ଦିବସ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟର ପରିସର ମଧ୍ୟରେ ରାମାନୁଜମ ଗଣିତ କ୍ଳବ ସୌଜନ୍ୟରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ପ୍ରସିଦ୍ଧ ଭାରତୀୟ ଗଣିତଜ୍ଞ ନିବାସ ରାମାନୁଜମ
Read More...

ଖବର କାଗଜ ହକର ମାନଙ୍କ ପାଇଁ ସ୍ୱତନ୍ତ୍ର ସହାୟତାର ଶୁଭାରମ୍ଭ

ପାରଳାଖେମୁଣ୍ଡି : ଗତକାଲି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଓଡିଶାର ସମସ୍ତ ଖବର କାଗଜ ହକର ମାନଙ୍କ ସକାଶେ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ କରିଛନ୍ତି । ଖବର କାଗଜ ହକର ଗଣଙ୍କ ପାଇଁ ଏହି ସାମାଜିକ ସୁରକ୍ଷା ଯୋଜନା ଓ ଜନ ସାଧାରଣ ଦେଶ ବିଦେଶର ଖବର ଜାଣିବା ସକାଶେ
Read More...