କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମ ଉଦଯାପିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ୱାରା ବୁରସିଙ୍ଗ ଗ୍ରାମରେ ଚାଲିଥିବା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦଯାପନ ସଭା ଆର୍ସେଟି ପରିସରରେ ଅନୁଷ୍ଠିତ ହୋଇଛି ।ଗତ ୧୪.୧୨.୨୦୨୧ ଠାରୁ ଆରମ୍ଭ ହେଇଥିବା ୧୦ ଦିନିଆ କୁକୁଡା ପାଳନ
Read More...

ନୌକାରେ ଅଗ୍ନିକାଣ୍ଡ, ୩୨ ମୃତ

ଢାକା: ବାଂଲାଦେଶରେ ଏକ ନୌକାରେ ଅଗ୍ନିକାଣ୍ଡ ଘଟିବା ଫଳରେ ୩୨ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଶୁକ୍ରବାର ଭୋର ସମୟରେ ରାଜଧାନୀ ଢାକାଠାରୁ ୨୫୦ କିଲୋମିଟର ଦକ୍ଷିଣକୁ ଝାଲୋକାଠି ଗ୍ରାମାଞ୍ଚଳ ବଜାର ନିକଟରେ ଏହି ଅଘଟଣ ଘଟିଛି । ପୁଲିସ ସୂତ୍ରରୁ ପ୍ରକାଶ ଯେ, ବାଂଲାଦେଶର ଦକ୍ଷିଣ
Read More...

ଏହି ଆଇପିଏଲ ଦଳର କୋଚ ହେବେ ଗ୍ୟାରି କ୍ରିଷ୍ଟେନ !

ନୂଆଦିଲ୍ଲୀ : ଭାରତର ବିଶ୍ୱକପ ବିଜେତା ପ୍ରଶିକ୍ଷକ ଗ୍ୟାରି କ୍ରିଷ୍ଟେନ୍‌ ଆଇପିଏଲ୍‌ ୨୦୨୨ରେ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର କ୍ରିଷ୍ଟେନ୍‌ଙ୍କୁ ଆଇପିଏଲରେ ଅହମ୍ମଦାବାଦ ଫ୍ରାଞ୍ଚାଇଜର ମୁଖ୍ୟ ପ୍ରଶିକ୍ଷକ ହୋଇପାରନ୍ତି । ଭାରତର
Read More...

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ
Read More...

ଆଖି ବୁଜିଲେ ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କର ଶୁକ୍ରବାର ପରଲୋକ ହୋଇଯାଇଛି । ଆଜି ସକାଳ ୯ଟା ୩୦ ରେ ଭୁବନେଶ୍ୱରରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ଏନେଇ ତାଙ୍କ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି । ସୂଚନା ଯେ, ସେ ଆଜି ଘରେ ପଡ଼ିଯାଇଥିଲେ ଓ ସେଠାରେ ହିଁ
Read More...

ଯୁକ୍ତ ୨ ପରୀକ୍ଷା : ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୨୭ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫର୍ମ ପୂରଣ
Read More...

ଅଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୌଡ଼ଲେଲିବାଡ଼ି ଗାଁ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସର୍ବେଶ୍ୱର ବରା ଓ ଆନନ୍ଦ କୁମୁରୁକା।
Read More...

ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ସାହାଜପାଲ ଚମ୍ପିୟାନ

ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ମୁଣ୍ଡାପଡା ଖେଳ ପଡ଼ିଆରେ ଗତ ୧୮ ତାରିଖରୁ ଚାଲିଥିବା ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଆଜି ଫାଇନାଲ ଖେଳ ସହ ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳ ଗିରାସିଙ୍ଗା ଓ ସାହାଜପାଲ ମଧ୍ୟରେ ହୋଇଥିଲା । ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାକୁ ଗୋଲ
Read More...

ସୁବର୍ଣ୍ଣପୁର ଜିଲ୍ଲାର ୪ ବ୍ଲକ ପାଇଁ ଅତ୍ୟାଧୁନିକ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ୨୨ଗୋଟି ଜିଲ୍ଲା ନିମନ୍ତେ ୫୫ ଟି ନୂତନ ଅତ୍ୟାଧୁନିକ ବସ ଷ୍ଟାଣ୍ଡ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରିଛନ୍ତି । ଏହି ଉପଲକ୍ଷେ ଆଜି ସୁବର୍ଣ୍ଣପୁର ଜିଲ୍ଲା କିଲିଟାରି ସ୍ଥିତ ଓସ୍ୱାନ ହଲ ଠାର କରୋନା କଟକଣା ପାଳନ
Read More...

ଗେର୍ଡାରେ ଆଦିବାସୀ ମହାସଭା

ପାଟଣାଗଡ଼ : ପାଟଣାଗଡ଼ ବ୍ଳକ ଗେର୍ଡା ପଞ୍ଚାୟତ ଗେର୍ଡା ଗ୍ରାମର ଆମ୍ବ ବଗିଚା ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ଆଦିବାସୀ ମହାସଭା ଅନୁଷ୍ଠିୟତ ହୋଇଯାଇଛି । କିର୍ତ୍ତିଚନ୍ଦ୍ର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହାସଭାରେ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘର ମହାସଚିବ
Read More...