କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶା ବିଜେପିର ଏକ ପ୍ରତିନିଧି ମଣ୍ଡଳି ବୁଧବାର କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଂଟନ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଭେଟି ଓଡ଼ିଶାରେ ଧାନ ସଂଗ୍ରହରେ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା
Read More...

ଅନଲାଇନରେ ମିଳିବ ମିଶନ ଶକ୍ତି ସାମଗ୍ରୀ, ଇ-ମାର୍କେଟ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର
Read More...

ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା : ଗିରାସିଙ୍ଗା ଓ ସାହାଜପାଲ ଫାଇନାଲରେ

ବୌଦ୍ଧ/ଜହ୍ନ ।ପଙ୍କ,୨୨/୧୨- ବୌଦ୍ଧ ବ୍ଳକ ଅନ୍ତର୍ଗତ ମୁଣ୍ଡାପଡା ଖେଳପଡ଼ିଆରେ ଗତ ୧୮ ତାରିଖରୁ ଚାଲିଥିବା ବୌଦ୍ଧ ବ୍ଳକସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଆଜି ପଞ୍ଚମ ଦିବସର ପ୍ରଥମ ସେମିଫାଇନାଲ ମ୍ୟାଚ ଯମଟାଙ୍ଗି ଓ ଗିରାସିଙ୍ଗା ମଧ୍ୟରେ ହୋଇଥିଲା । ଏଥିରେ ଗିରାସିଙ୍ଗା ୩ -୦ ଗୋଲରେ ବିଜୟୀ ହୋଇ
Read More...

ପଞ୍ଚାୟତ ହାଈସ୍କୁଲ ପରିସରରେ “ଗାଁରେ ପ୍ରଶାସନ’ କାର୍ଯ୍ୟକ୍ରମ

ବୌଦ୍ଧ/ଜହ୍ନ ।ପଙ୍କ,୨୨/୧୨- ବୌଦ୍ଧ ବ୍ଲକ ତାଳସରଡ଼ା ପଞ୍ଚାୟତ ଅନ୍ତର୍ଗତ ପଞ୍ଚାୟତ ହାଈସ୍କୁଲ ସଂଗ୍ରାମପୁର ପରିସରରେ ଜ଼ିଲ୍ଲା ପ୍ରଶାସନ ତରଫରୁ "ଗାଁ ରେ ପ୍ରଶାସନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ -ଜ଼ିଲ୍ଲାପାଳ, ଅତିରିକ୍ତ ଜ଼ିଲ୍ଲାପାଳ, ତହସିଲଦାର ଙ୍କ ଉପସ୍ଥିତିରେ
Read More...

ସାମ୍ବାଦିକଙ୍କ ନାମରେ ମିଥ୍ୟା ମାମଲା ପ୍ରତ୍ୟାହାର ପାଇଁ କଣ୍ଟାବାଞ୍ଜି ପ୍ରେସ କ୍ଲବର ଦାବି

କଣ୍ଟାବାଞ୍ଜି,୨୨/୧୨-ମାଲକାନାଗିରି ଜିଲ୍ଲାର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ଖବର ପରିବେଷଣ କରି ସରକାରଙ୍କ ବ୍ୟବସ୍ଥାକୁ ଅବହେଳା କରୁଥିବା ଡାକ୍ତର ମାନଙ୍କ ପ୍ରକୃତ ଚେହେରାର ପର୍ଦ୍ଦାଫାଶ, କେତେ ଅସାଧୁ ଡାକ୍ତରମାନଙ୍କ ପାଇଁ ଉଭୟ ଡାକ୍ତର ସମାଜ ଓ ସରକାରୀ ସ୍ୱାସ୍ଥ୍ୟ ସେବାରେ କଳଙ୍କିତ
Read More...

ଏସିଆନ ଚାମ୍ପିଆନ୍ସ ଟ୍ରଫି : ଭାରତୀୟ ପୁରୁଷ ହକି ଟିମକୁ ବ୍ରୋଞ୍ଜ

ଢାକା : ବାଂଲାଦେଶର ରାଜଧାନୀରେ ଢାକାରେ ଖେଳାଯାଉଥିବା ଏସିଆନ୍‌ ଚାମ୍ପିଆନ୍ସ ଟ୍ରଫିର ବ୍ରୋଞ୍ଜ ମୁକାବିଲାରେ ପାରଂପାରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ହରାଇଛି ଭାରତୀୟ ପୁରୁଷ ହକି ଦଳ । ଏହି ମୁକାବିଲାରେ ୪-୩ ଗୋଲରେ ପ୍ରତିପକ୍ଷଙ୍କୁ ହରାଇ ଭାରତ ଏହି ସୌଭାଗ୍ୟ ଅର୍ଜନ କରିଛି । ପୂର୍ବରୁ
Read More...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ, ଲାବୁସେନ ନମ୍ବରୱାନ ବ୍ୟାଟ୍ସମ୍ୟାନ

ଦୁବାଇ : ଆଇସିସି ପକ୍ଷରୁ ଆଜି ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ଙ୍କ ସର୍ବଶେଷ ର଼୍ୟାଙ୍କିଙ୍ଗ ପ୍ରକାଶ କରାଯାଇଛି । ସର୍ବଶେଷ ଆଇସିସି ର଼୍ୟାଙ୍କିଙ୍ଗରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ମାର୍ନସ୍‌ ଲାବୁସେନ ଏକ ନମ୍ବର ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି । ସେ ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ଅତିକ୍ରମ କରି
Read More...

ଜାତୀୟ ଗଣିତ ଦିବସ ପାଳିତ

ପାରଳାଖେମୁଣ୍ଡି : ସ୍ଥାନୀୟ ମେହେନ୍ଦ୍ରଗିରି ପୌର ଉଚ୍ଚ ବିଦ୍ୟାଳୟଠାରେ ଗଜପତି ଜିଲ୍ଲା ସ୍ତରୀୟ ଜାତୀୟ ଗଣିତ ଦିବସ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟିକଙ୍କ ନିର୍ଦ୍ଦେଶ କ୍ରମେ ଓଟିଇଏଣ୍ଡ ଏସିଇଆରଟିଙ୍କ ଆନୁକୂଲ୍ୟରେ ପାଳିତ ହଇଯାଇଛି । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନଜ
Read More...

ବଡ଼ଦିନ ପର୍ବ ପାଳନ ପାଇଁ ଜ଼ିଲ୍ଲା ସ୍ତରୀୟ ଶାନ୍ତି କମିଟି ବୈଠକ

ଫୁଲବାଣୀ :ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଜ଼ିଲ୍ଲାସ୍ତରୀୟ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅତିରିକ୍ତ ଜ଼ିଲ୍ଲାପାଳ ବସନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶାନ୍ତି କମିଟିରେ ଏସପି ଭିନୀତ ଅଗ୍ରୱାଲ, ଉପ
Read More...

ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ ବୋଲି ଜଣାଯାଇଛି । ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି । ବିଜ୍ଞପ୍ତି ପ୍ରତ୍ୟାହାର ସହ ସାନି ତାଲିକା ନେଇ ରାଜ୍ୟ ସରକାର ହୋଇକୋର୍ଟଙ୍କୁ ଅବଗତ
Read More...