ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

ଦେବଗଡ :ବୁଧବାର ଦେବଗଡ ଜିଲ୍ଲା ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଚଳିତ ୨୦୨୧-୨୨ ବର୍ଷ ପାଇଁ ଖରିଫ ଧାନ ସଂଗ୍ରହ ନେଇ ଆଲୋଚନା କରାଯାଇଥିଲା । ଚଳିତ ବର୍ଷ ଜିଲ୍ଲାର ସମସ୍ତ ତିନୋଟି ବ୍ଲକ ଓ ଦେବଗଡ ପୌର ପରିଷଦ ଅଞ୍ଚଳରେ ୨୯ଟି
Read More...

ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ଦେଲା ବଡ ଦାୟିତ୍ୱ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ତଥା କ୍ରିକେଟ୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ଏକ ବଡ଼ ଦାୟିତ୍ୱ ଦିଆଯାଇଛି । ଆଇସିସି ପୁରୁଷ କ୍ରିକେଟ୍‌ କମିଟିର ସଭାପତି ଭାବେ ସୌରଭ
Read More...

ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ

ପାରଳାଖେମୁଣ୍ଡି,: ଗଜପତି ଜିଲ୍ଲାପାଳ ସମ୍ମିଳନୀ କକ୍ଷ-୧ ଠାରେ ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଗଜପତି ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠି ବିଗତ ଖରିଫ ଧାନକିଣା ଋତୁରେ ସଫଳ ଭାବରେ ଚାଷୀ ମାନଙ୍କୁ ଠାରୁ ଧାନ
Read More...

ଜିଲ୍ଲାସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳିତ

ପାରଳାଖେମୁଣ୍ଡି : ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ "କରୋନା ମହାମାରୀରେ ଗଣମାଧ୍ୟମ : ଏକ ନୂତନ ଆହ୍ୱାନ' ସମ୍ପର୍କିତ ଜିଲ୍ଲାସ୍ତରୀୟ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ପୁଣି ଖୋଲିଲା କର୍ତାରପୁର ସାହିବ କରିଡର

ନୂଆଦିଲ୍ଲୀ: ଚଳିତ ମାସ ୧୯ ତାରିଖରେ ଶିଖ ଧର୍ମ ଓ ଶିଖ ସମୁଦାୟର ପ୍ରତିଷ୍ଠାତା ଗୁରୁ ନାନକ ଦେବଙ୍କ ଜୟନ୍ତୀ ପୂର୍ବରୁ ଭାରତ ସରକାର କର୍ତାରପୁର ସାହିବ କରିଡର ପୁନର୍ବାର ଖୋଲିଛନ୍ତି । ଏହା ପୂର୍ବରୁ ମଙ୍ଗଳବାର ଏ ସମ୍ପର୍କରେ ଘୋଷଣା କରି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଥିଲେ
Read More...

ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ସାଂଘାତିକ, ସ୍କୁଲକଲେଜ ସହ ତାପଜ ଶକ୍ତି ପ୍ରକଳ୍ପ ବନ୍ଦ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ତର ଭୟଙ୍କର ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ପରିସ୍ଥିତି ନିୟନ୍ତ୍ରଣ କରିବାକୁ କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରିଛନ୍ତି । ତଦନୁଯାୟୀ ବିଦ୍ୟାଳୟଗୁଡିକୁ ବନ୍ଦ କରିଦିଆଯିବା ସହିତ ଦିଲ୍ଲୀ ମହାନଗର ପରିସୀମା ମଧ୍ୟରେ ରହିଥିବା ତାପଜ ଶକ୍ତି
Read More...

ନେତାଜୀଙ୍କ ଝିଅ କହିଲେ,ଗାନ୍ଧୀ ଓ ମୋ ବାପାଙ୍କ ମଧ୍ୟରେ ସୁସମ୍ପର୍କ ନ ଥିଲା

ନୂଆଦିଲ୍ଲୀ: ଗାନ୍ଧୀ ନେତାଜୀଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା କଥା ଉପଲବ୍ଧି କରିଥିବାରୁ ଦୁହିଁଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ନ ଥିଲା। କିନ୍ତୁ, ମୋ ବାପା ଗାନ୍ଧୀଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ବୋଲି ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ କନ୍ୟା ଅନୀତା ବୋଷ୍‌ ଫାଫ୍‌
Read More...

ନ୍ୟୁଜିଲାଣ୍ଡକୁ ଝଟକା, ୱିଲିୟମସନଙ୍କ ପରେ ଏହି ଖେଳାଳି ବି ଟି-୨୦ ସିରଜରୁ ଓହରିଲେ

ଜୟପୁର : ଆଜିଠାରୁ ଭାରତ ବିପକ୍ଷରେ ହେବାକୁ ଥିବା ୩ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ୍‌ ପୂର୍ବରୁ ନ୍ୟୁଜିଲ୍ୟାଣ୍ଡର ଦଳ ଆଉ ଏକ ବଡ଼ ଝଟକା ଲାଗିଛି । ଅଧିନାୟକ କେନ୍‌ ୱିଲିୟମସନଙ୍କ ପରେ ଦ୍ରୁତ ବୋଲର କାଇଲ୍‌ ଜାମିସନ ମଧ୍ୟ ଭାରତ ବିପକ୍ଷ ଟି-୨୦ ସିରିଜରୁ ଓହରି ଯାଇଛନ୍ତ । ଆଜି ସନ୍ଧ୍ୟାରେ
Read More...

କୋଭିଡ କଟକଣାରେ ହେବ କୋଣାର୍କ ଉତ୍ସବ

ପୁରୀ : ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କୋଣାର୍କ ଉତ୍ସବ ଓ ଇକୋ ରିଟ୍ରିଟ ଆରମ୍ଭ ହେବାକୁ ଯାଉଛି । ପର୍ଯ୍ୟଟକଙ୍କୁ ପୁଣି ଥରେ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । କୋଣାର୍କ-ପୁରୀ ବେଳାମାର୍ଗ ରାମଚଣ୍ଡୀ ମୁହାଣରେ ଇକୋ
Read More...

ସଡ଼କ ଦୁର୍ଘଟଣାରେ ମହିଳା ଏଏସ୍ଆଇଙ୍କ ମୃତ୍ୟୁ

ଭୁବନେଶ୍ୱର: ବାଲିଅନ୍ତା ଥାନା ଅଧୀନ ପାହାଳ ଫାଣ୍ଡିରେ କାର୍ଯ୍ୟରତ ମହିଳା ଏଏସ୍‌ଆଇ ସଂଯୁକ୍ତା ସାହୁଙ୍କ ମଙ୍ଗଳବାର ରାତି ପ୍ରାୟ ୧୦.୩୦ ସମୟରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଏକ ଅଜଣା ଗାଡି ଧକ୍କାରେ ମହିଳା ପୁଲିସ କର୍ମଚାରୀଙ୍କ
Read More...