ଜି. ଉଦୟଗିରିରେ ଶିଶୁ ଦିବସ ପାଳିତ

ଜି. ଉଦୟଗିରି : ଜି. ଉଦୟଗିରି ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଜି. ଉଦୟଗିରି ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଏବଂ ଗୁରୁକୁଳ ଇଣ୍ଟରନ୍ୟାସନାଲ ପବ୍ଲିକ ସ୍କୁଲ ତରଫରୁ ଆଜି ଶିଶୁ ଦିବସ ପାଳିତ ହୋଇଯାଇଛି । ସ୍ନେହଲତା ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି
Read More...

ଶିଶୁ ଦିବସରେ କେନ୍ଦୁଝରର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ, ସୋନପୁର,
Read More...

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ସୁରଭି- ୨୦୨୧’ ଗଜପତି ଆୟୋଜିତ

ପାରଳାଖେମୁଣ୍ଡି : ସ୍ଥାନୀୟ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ, ପାରଳାଖେମୁଣ୍ଡିଠାରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ କୋଭିଡ୍‌-୧୯ ମାର୍ଗଦର୍ଶିକା ଅନୁପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ଟି-୨୦ ବିଶ୍ୱକପ : ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ଦୁବାଇ: ସୁପର ସଣ୍ଡେରେ ସୁପର ମୁକାବିଲାରେ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ମୁହାଁମୁହିଁ ହୋଇଛନ୍ତି। ଦୁବାଇ ସ୍ଥିତ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। କେନ୍‌
Read More...

ଡିସେମ୍ବର ପହିଲାରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ପହିଲାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଓ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ। ଆଜି ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ
Read More...

ଭିଏସ୍ଏସ୍ ନଗରରେ ଶିଶୁ ଦିବସ ପାଳିତ

ସ୍ଵାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନ ଓ ଶିଶୁଦିବସ ଉପଲକ୍ଷେ ଓଡ଼ିଶା ମୋ ପରିବାର ତରଫରୁ ଓ ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତଙ୍କ ନିର୍ଦ୍ଦେଶରେ ମୋ ପରିବାର ସଂଯୋଜକ ଡ଼ଃ ପ୍ରକାଶ ତ୍ରିପାଠୀଙ୍କ ଆବାହକତ୍ୱରେ ପଥର ବନ୍ଧ ଲାୟନସ କ୍ଲବ୍ ଓ
Read More...

ନାଲକୋକୁ ଆଇଆଇଏମ୍ ନନ୍ ଫେରସ୍ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର: ରାଷ୍ଟ୍ରାୟତ ନବରତ୍ନ ଉଦ୍ୟୋଗ ନ୍ୟାସନାଲ୍ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ)କୁ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଟାଲ୍ସ (ଆଇଆଇଏମ୍) ଦ୍ୱାରା ନନ୍-ଫେରସ୍ ଶ୍ରେଷ୍ଠ ପ୍ରଦର୍ଶନ ପୁରସ୍କାର 2020-21 ପ୍ରଦାନ କରାଯାଇଛି। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଆଇଆଇଏମ୍ ର 75 ତମ
Read More...

ଜିଆର୍‌ଏସ୍‌ ସଂଘର ବୈଠକ ଅନୁଷ୍ଠିତ

ଦଶପଲ୍ଲା,୧୪/୧୧: ନୟାଗଡ ସହର ନିକଟସ୍ଥ ଲେଙ୍କୁଡିପଡା କଲ୍ୟାଣ ମଣ୍ଡପଠାରେ ନିଖିଳ ଓଡିଶା ଗ୍ରାମ ରୋଜଗାର ସେବକ ସଂଘ ନୟାଗଡ ଶାଖାର ବାର୍ଷିକ କାର୍ଯ୍ୟକାରିଣୀ ବୈଠକ ନୟାଗଡ ଜିଲ୍ଲା ଶାଖାର ସଭାପତି ଶ୍ରୀଯୁକ୍ତ ବାଦଲ କୁମାର ଷଡଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ
Read More...

ନେହେରୁ ଯୁବକେନ୍ଦ୍ର ଫୁଲବାଣୀର ପ୍ରତିଷ୍ଠା ଦିବସ ପାଳିତ

ଫୁଲବାଣୀ:୧୪/୧୧- ଆଜି ଫୁଲବାଣୀ ସହରର ସ୍ଥାନୀୟ ଜ଼ିଲ୍ଲା କ୍ରୀଡା କାର୍ଯ୍ୟାଳୟ ଫୁଲବାଣୀ ଠାରେ ନେହେରୁ ଯୁବକେନ୍ଦ୍ର ଫୁଲବାଣୀ ଏବଂ ହାପିନେସ ୟୁଥ କ୍ଲବ ଫୁଲବାଣୀର ମିଳିତ ଆନୁକୂଲ୍ୟରେ ନେହେରୁ ଯୁବକେନ୍ଦ୍ର ଫୁଲବାଣୀର ପ୍ରତିଷ୍ଠା ଦିବସ ଏବଂ ବ୍ଲକସ୍ତରୀୟ ଡିକ୍ଲେମେସନ ପ୍ରତିଯୋଗିତା
Read More...

ମଧ୍ୟପୁରରେ ବିଜେଡ଼ିର ମିଶ୍ରଣ ପର୍ବ

ପାଟଣାଗଡ଼,୧୪/୧୧- ପାଟଣାଗଡ଼ ନିର୍ବାଚନମଣ୍ଡଳୀର ବେଲପଡ଼ା ବ୍ଲକ ମଧ୍ୟପୁରଠାରେ ବିଜେଡ଼ିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ସମସ୍ତ ଦଳ ଏବେ ସଜାଗ ରହିବାପାଇଁ ପ୍ରସ୍ତୁତ ହେଉଛନ୍ତି । ଏପଟେ ରାଜ୍ୟ ସରକାରଙ୍କ ବିଜୁ ଜନତା ଦଳର ଦିନକୁଦିନ ମିଶ୍ରଣ
Read More...