ଏହି ଆଇପିଏଲ ଦଳର କୋଚ ହେବେ ଗ୍ୟାରି କ୍ରିଷ୍ଟେନ !

ନୂଆଦିଲ୍ଲୀ : ଭାରତର ବିଶ୍ୱକପ ବିଜେତା ପ୍ରଶିକ୍ଷକ ଗ୍ୟାରି କ୍ରିଷ୍ଟେନ୍‌ ଆଇପିଏଲ୍‌ ୨୦୨୨ରେ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର କ୍ରିଷ୍ଟେନ୍‌ଙ୍କୁ ଆଇପିଏଲରେ ଅହମ୍ମଦାବାଦ ଫ୍ରାଞ୍ଚାଇଜର ମୁଖ୍ୟ ପ୍ରଶିକ୍ଷକ ହୋଇପାରନ୍ତି । ଭାରତର…
Read More...

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ…
Read More...

ଆଖି ବୁଜିଲେ ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କର ଶୁକ୍ରବାର ପରଲୋକ ହୋଇଯାଇଛି । ଆଜି ସକାଳ ୯ଟା ୩୦ ରେ ଭୁବନେଶ୍ୱରରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ଏନେଇ ତାଙ୍କ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି । ସୂଚନା ଯେ, ସେ ଆଜି ଘରେ ପଡ଼ିଯାଇଥିଲେ ଓ ସେଠାରେ ହିଁ…
Read More...

ଯୁକ୍ତ ୨ ପରୀକ୍ଷା : ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୨୭ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫର୍ମ ପୂରଣ…
Read More...

ଅଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୌଡ଼ଲେଲିବାଡ଼ି ଗାଁ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସର୍ବେଶ୍ୱର ବରା ଓ ଆନନ୍ଦ କୁମୁରୁକା।…
Read More...

ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ସାହାଜପାଲ ଚମ୍ପିୟାନ

ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ମୁଣ୍ଡାପଡା ଖେଳ ପଡ଼ିଆରେ ଗତ ୧୮ ତାରିଖରୁ ଚାଲିଥିବା ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଆଜି ଫାଇନାଲ ଖେଳ ସହ ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳ ଗିରାସିଙ୍ଗା ଓ ସାହାଜପାଲ ମଧ୍ୟରେ ହୋଇଥିଲା । ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାକୁ ଗୋଲ…
Read More...

ସୁବର୍ଣ୍ଣପୁର ଜିଲ୍ଲାର ୪ ବ୍ଲକ ପାଇଁ ଅତ୍ୟାଧୁନିକ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ୨୨ଗୋଟି ଜିଲ୍ଲା ନିମନ୍ତେ ୫୫ ଟି ନୂତନ ଅତ୍ୟାଧୁନିକ ବସ ଷ୍ଟାଣ୍ଡ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରିଛନ୍ତି । ଏହି ଉପଲକ୍ଷେ ଆଜି ସୁବର୍ଣ୍ଣପୁର ଜିଲ୍ଲା କିଲିଟାରି ସ୍ଥିତ ଓସ୍ୱାନ ହଲ ଠାର କରୋନା କଟକଣା ପାଳନ…
Read More...

ଗେର୍ଡାରେ ଆଦିବାସୀ ମହାସଭା

ପାଟଣାଗଡ଼ : ପାଟଣାଗଡ଼ ବ୍ଳକ ଗେର୍ଡା ପଞ୍ଚାୟତ ଗେର୍ଡା ଗ୍ରାମର ଆମ୍ବ ବଗିଚା ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ଆଦିବାସୀ ମହାସଭା ଅନୁଷ୍ଠିୟତ ହୋଇଯାଇଛି । କିର୍ତ୍ତିଚନ୍ଦ୍ର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହାସଭାରେ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘର ମହାସଚିବ…
Read More...

ଦାବୀପୂରଣ ନହେଲେ ରାଜରାସ୍ତାକୁ ଓହ୍ଲାଇବ ରାଜ୍ୟ ପ୍ରାଥମିକ ଶିକ୍ଷକ (ଏକ୍ସକ୍ୟାଡ଼ର)ମହାସଂଘ

ଭୁବନେଶ୍ୱର,୨୩/୧୨:- ରାଜ୍ୟସରକାର ତରଫରୁ ଗତ ମଙ୍ଗଳବାର ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ବିଜ୍ଞପ୍ତି ୯୮୯ ତା:-୨୧-୧୨-୨୧ ରେ ଓଡିଶା ସେକେଣ୍ଡା ରି ସ୍କୁଲଟିଚର ଏଲିଜିବିଲିଟି ଟେଷ୍ଟ ପରୀକ୍ଷା ମାପଦଣ୍ଡ କୋହଳ କରାଯାଇଥିବା ଉଭୟ ସାଧାରଣ ବର୍ଗ ଏବଂ ଅନୁସୂଚିତଜାତି ଓ ଜନଜାତି ଅନ୍ୟାନ୍ୟ ପଛୁଆ…
Read More...

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ବିଜ୍ଞାନ କର୍ମଶାଳା

ବୌଦ୍ଧ,୨୩/୧୨- ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ସହଯୋଗରେ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଏବଂ ଗଣପତି ସାବତ ପାଉଣ୍ଡେସନ ଆନୁକୂଲ୍ୟରେ ଏକ ବିଜ୍ଞାନ କର୍ମଶାଳା ଆୟୋଜିତ ହୋଇଯାଇଛି । ଗତ ୨୧ ତାରିଖରୁ ଆଜି ପର୍ଯ୍ୟନ୍ତ ଅନୁଷ୍ଠିତ ଏହି କର୍ମଶାଳାରେ…
Read More...