ଶ୍ରୀମନ୍ଦିରରେ ଓଢଣୀ ଷଷ୍ଠୀ
ପୁରୀ :ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢଣୀ ଷଷ୍ଠୀ ପର୍ବ । ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ ଲାଗି କରାଯାଇଛି । ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟରେ ପ୍ରସ୍ତୁତ ଶୀତବସ୍ତ୍ର ବା ଘୋଡ ପରିଧାନ କରିଛନ୍ତି!-->…
Read More...
Read More...