ଭାରତକୁ ୧୫୪ ରନର ଟାର୍ଗେଟ୍ ଦେଲା ନ୍ୟୁଜିଲାଣ୍ଡ
ରାଞ୍ଚି : ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଆଜି ରାଞ୍ଚିର ଜେଏସସିଏ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି । ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲ୍ୟାଣ୍ଡ ୬ ଟି ୱିକେଟ୍ ହରାଇ ୨୦ ଓଭରରେ ୧୫୩ ରନ୍ ସଂଗ୍ରହ କରିଥିଲା ।!-->…
Read More...
Read More...